Home Posts tagged odisha breaking news (Page 2)
Odisha News
ଭୁବନେଶ୍ୱର,୨୭/୭: ସୋମବାର ଦିନ ରାଜ୍ୟରୁ ଆଉ ୫୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି।ଗଞ୍ଜାମ ଜିଲ୍ଲାରୁ ୧୬୦ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୪୩ ଜଣ, କଟକ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୭ଜଣ, Continue Reading
Odisha News
ବୈାଦ୍ଧ,୨୭/୭: ବୈାଦ୍ଧ ଜିଲ୍ଲାରେ ସୋମବାର ଦିନ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୁଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଜିଲ୍ଲା ବାହାରେ ରହି ଚିକିତ୍ସିତ ହେଉଥିବା ଜଣାପଡିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ମାସ୍କ ଲଗାଇବା, ସାମାଜିକ ଦୂରତା ବଜାଇ ରଖିବା, ହାତକୁ […]Continue Reading
Odisha News
ଭୁବନେଶ୍ୱର,୨୭/୭: ଓଡ଼ିଶା ସରକାର ଆଜି ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ପାଞ୍ଚ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂତନ ଦାୟିତ୍ବ ଦିଆଯାଇଛି ବୋଲି ଆଜି ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି।ତେବେ ଅଦଳବଦଳ ହୋଇଥିବା ଅଫିସରଙ୍କ ମଧ୍ୟରେ ଆର.କେ. ଶର୍ମା ହେଲେ କୃଷି ଉତ୍ପାଦନ କମିସନର । ଅନୁ ଗର୍ଗଙ୍କୁ ମିଳିଲା ଜଳ ସମ୍ପଦ ବିଭାଗ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ । ଖଣି ଓ ଇସ୍ପାତ ସଚିବ ହେଲେ ସୁରେନ୍ଦ୍ର କୁମାର […]Continue Reading
Odisha News
ଭୁବନେଶ୍ୱର,୨୭/୭: ରାଜ୍ୟରେ ଦିନକୁ ଦିନ କରୋନାର ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ପ୍ରତ୍ୟକ ଦିନ ରେକଡ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ ହେଉଥିଲା ବେଳେ ମୁତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଓଡ଼ିଶାରେ ଆଜି ପୁୁଣି ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ […]Continue Reading
Odisha News
ଭୁବନେଶ୍ୱର ୨୭।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ Continue Reading
Odisha News
ଭୁବନେଶ୍ୱର,୨୭/୬: କଟକ ସହରରୁ ୬୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚୌଦ୍ଵାର ସର୍କଲ ଜେଲର ଜଣେ କର୍ମଚାରୀ, ଷଷ୍ଠ ବାଟାଲିୟନର ଯବାନ, ରେଭେନ୍ସା ଇଷ୍ଟ ହଷ୍ଟେଲର କର୍ମଚାରୀ, ଏକ ପ୍ରତିଷ୍ଠିତ ହୋଟେଲର ୨ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।ସେହିପରି କଣ୍ଟେନମେଣ୍ଟ ଜୋନ ତଥା ଖଟବିନ ସହିରୁ ପୁଣି ୧୩ଜଣ, ପୁରୁଣା ରାଉସାପାଟଣାରୁ ୧୧, ବାରି ଲେନରୁ ୨,ଏମ ଦାସ ତଥା ଅର୍ବନ ପିଏଚସି ଅଞ୍ଚଳରୁ ୮ଜଣ, ଦେୱାନ ବଜାରରୁ ୨, ଶଙ୍କରପୁର ପରିଡା ସାହିରୁ ୩, Continue Reading
Odisha News
ଭୁବନେଶ୍ବର,୨୬/: ରାଜ୍ୟରେ ପୁଣି କରୋନାରେ ୧୦ଜଣଙ୍କ ର ମୃତ୍ୟୁ ଘଟିଛି । ଏହାଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ରବିବାର ଦିନ ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ସଂକ୍ରମତିଙ୍କ ମୃତ୍ୟୁ ହୋଇଛି । ଏମାନଙ୍କ ଭିତରେ ଗଞ୍ଜାମ ଜିଲ୍ଲାର ଜଣେ ୬୩, ଦୁଇଜଣ […]Continue Reading
Odisha News
ଭୁବନେଶ୍ବର,୨୬/୭: ୨୪ ଘଣ୍ଟା ମଧ୍ୟରେ ୧୩୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଆଜି ଗଞ୍ଜାମରୁ ସର୍ବାଧିକ ୪୮୪, ଅନୁଗୁଳ ଜିଲ୍ଲାରୁ ୫, Continue Reading
Odisha News
ଭୁବନେଶ୍ଵର ୨୫।୭: ଗତ ୨୪ ଘଣ୍ଟାରେ ୭୨୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୫ ହଜାର ଟପି ୧୫୯୨୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଜରିଆରେ ଶନିବାର ଏହାର ସୂଚନା ଦିଆଯାଇଛି।ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ, ଗଞ୍ଜାମରୁ ସର୍ବାଧିକ ୩୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ଵରରୁ ୩୨, ଯାଜପୁରରୁ ୩୨, ଗଜପତିରୁ Continue Reading
Odisha News
ଭୁବନେଶ୍ୱର,୨୫/୬: ରାଜ୍ୟରେ ଦିନକୁ ଦିନ କରେନା ସ୍ଥିତି ଅଣାୟତ ହେଉଛି । ଆଜି ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ, ଗଜପତି, […]Continue Reading
Seo wordpress plugin by www.seowizard.org.