
ଭୁବନେଶ୍ବର,୨୪/୨ : ଶୁକ୍ରବାରଦିନ ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟକୁ ଲୋକଙ୍କ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବଜେଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଏହି ବଜେଟ ଲୋକଙ୍କ ଦ୍ବାରା, ଲୋକଙ୍କ ପାଇଁ ଓ ଲୋକଙ୍କ ବଜେଟ । ଏହା ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ ବୋଲି ସେ କହିଛନ୍ତି ।ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଏହାକୁ ଏକ ଚିରାଚରିତ ବଜେଟ୍ ବୋଲି କହିଛନ୍ତି […]Continue Reading