
ଭୁବନେଶ୍ୱର,୧୭/୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ଯିଏକି ନିଜ ନିକଟରେ ଅର୍ଥ ବିଭାଗ ରଖିଛନ୍ତି ଅପରାହ୍ନରେ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି।ରାଜ୍ୟର ଭାଜପା ସରକାରଙ୍କ ଦ୍ୱାରା ଆଗତ ଏହା ଦ୍ୱିତୀୟ ବଜେଟ୍। ମୋହନ ମଧ୍ୟ ଲଗାତାର ଦ୍ୱିତୀୟ ଥର ପାଇଁ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ Continue Reading