Home Posts tagged odisha census 2026
Odisha News
ଓଡ଼ି଼ିଶା, ୭/୧ : ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ। ସେହିପରି ଆଗାମୀ ବର୍ଷ ଅର୍ଥାତ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ।ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା। ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟିର ବୈଠକ ପରେ ଜନଗଣନା ନିର୍ଦ୍ଦେଶକ ନିଖିଲ Continue Reading