Home Posts tagged ODISHA CM INAGURATED MISSION SAKTI BAZAR
Odisha News
ଭୁବନେଶ୍ବର, ୨୭/୨: ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ।ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ […]Continue Reading
Seo wordpress plugin by www.seowizard.org.