
ଭୁବନେଶ୍ବର, ୨୧/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି କରୁଥିବା ବେଳେ ଆସନ୍ତାକାଲି ଜୁଲାଇ ୨୨ ତାରିଖ ସୋମବାର ତାହା ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଆସନ୍ତାକାଲି ସୋମବାର ହୋଇଥିଲେ ହେଁ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ Continue Reading