
ଭୁବନେଶ୍ୱର,୩୦/୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ ନାହାନ୍ତି। ତେଣୁକରି ଏ କଥାକୁ କାହିଁକି ବଢ଼ାଇଚଢ଼ାଇ କୁହାହେଉଛି ବୁଝା ପଡୁନାହିଁ।ଭବିଷ୍ୟତରେ ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ। Continue Reading