Home Posts tagged Odisha Congress
Odisha News
ଭୁବନେଶ୍ୱର ୨୧/୬: ଡାକରା ଆସିଛି । ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସର ବିଧାୟକ । ରାଜ୍ୟର ୯ କଂଗ୍ରେସ ବିଧାୟକଙ୍କୁ AICC ପକ୍ଷରୁ ଦିଲ୍ଲୀ ଡାକରା ଆସିଛି ।ସମସ୍ତେ ଆଜି ସନ୍ଧ୍ୟାରେ ଦିଲ୍ଲୀ ଅଭିମୁଖେ ବାହାରିବେ । ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ, ନାସନାଲ ହେରାଲ୍ଡ ଅର୍ଥ ହେରଫେର୍ ମାମଲାରେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧିଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ କରିଛି ।ଇତିମଧ୍ୟରେ ରାହୁଲଙ୍କୁ ୪ ଥର ଜେରା Continue Reading
Odisha News
ଭୁବନେଶ୍ୱର,୨୩/୫: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତିଙ୍କ ନାମ ସୋମବାର ଦିନ ଘୋଷଣା କରାଯାଇଛି। ଏଆଇସିସି ପକ୍ଷରୁ ନୂଆ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ନିଯୁକ୍ତ କରାଯାଇଛି ।ସଦ୍ୟ ରିପୋର୍ଟ ମୁତାବକ, ଶରତ ପଟ୍ଟନାୟକ ହୋଇଛନ୍ତି ନୂଆ ପିସିସି ସଭାପତି । ଶରତଙ୍କ ନାମ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଘୋଷଣା କରାଯାଇଛି । ନୂଆ ପିସିସି ସଭାପତି ଚୟନ ନେଇ ଏଆଇସିସି ପକ୍ଷରୁ ଏକ ପ୍ରେସ୍ ରିଲିଜ୍ କରାଯାଇଛି। ଉଲ୍ଲେଖଯୋଗ୍ୟ, Continue Reading
Seo wordpress plugin by www.seowizard.org.