Home Posts tagged odisha coronavirus update
Odisha News
ଭୁବନେଶ୍ବର, ୭/୪ : ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଗୁରୁବାର ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୮ ଜଣ […]Continue Reading
Odisha News
ଭୁବନେଶ୍ବର,୮/୨: ମଙ୍ଗଳବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୭୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୩୨୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ […]Continue Reading
Odisha News
ଭୁବନେଶ୍ୱର,୬/୨: ରବିବାର ଦିନ ରାଜ୍ୟରେ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି।ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ପୁରୀ ଜିଲ୍ଲାର ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏଣେ କୋରାପୁଟ ଓ ନୟାଗଡ଼ ଜିଲ୍ଲାର ଦୁଇ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। Continue Reading
Odisha News
ଭୁବନେଶ୍ୱର, ୫/୨: ରବିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୬୮୧୧ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା […]Continue Reading
Odisha News
ଭୁବନେଶ୍ୱର,୩/୨: ଗୁରୁବାର ଦିନ ରାଜ୍ୟରେ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି।ପ୍ରାପ୍ତ ସୂଚନା ଅନୁଯାୟୀ କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାର ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ବାଲେଶ୍ବର, ଦେବଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତକ Continue Reading
Odisha News
ଭୁବନେଶ୍ୱର,୩୧/୭: ରାଜ୍ୟରେ କୋଭିଡ୍ ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ସମସ୍ତ ଅଙ୍ଗ ନିୟୋଜିତ ଅଛି ଏବଂ ରାଜ୍ୟରେ କୋଭିଡ୍ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। ତେବେ, କୋଭିଡ୍ ମୁକାବିଲା ସହ ରାଜ୍ୟରେ ଜୀବନ ଓ ଜୀବିକାକୁ ମଧ୍ୟ ସ୍ୱାଭାବିକ କରିବାର ଆବଶ୍ୟକତା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନର ଅନେକ ନିୟମକୁ କୋହଳ କରିଛନ୍ତି। ଏଥିସହ କୋଭିଡ୍ ସଂକ୍ରମଣକୁ ରୋକିବା ସହ ଜନଜୀବନକୁ ରକ୍ଷା କରିବା ପାଇଁ କିଛି ନିୟମକୁ ଆସନ୍ତା ଅଗଷ୍ଟ Continue Reading
Odisha News
ଭୁବନେଶ୍ୱର,୩୧/୭: ଓଡ଼ିଶାରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର […]Continue Reading
Odisha News
ଭୁବନେଶ୍ୱର ୩୧।୭: ରାଜ୍ୟରେ ଆଉ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୫ ଜଣ, Continue Reading
Seo wordpress plugin by www.seowizard.org.