Home Posts tagged odisha coronavirus update (Page 2)
Odisha News
କଟକ,୩୦/୭: ଗୁରୁବାର ଦିନ କଟକ ସହରରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧ ଜଣ ଲୋକାଲ କେସ ହୋଇଥିବା ବେଳେ ୪୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।ଏସସିବି ମେଡିକାଲ କଲେଜ କ୍ୱାରେଣ୍ଟାଇନ ସେଣ୍ଟରୁ ୨ ଜଣ, ଅନ୍ୟ ଜିଲ୍ଲାରୁ ଆସିଥିବା ଜଣେ ବ୍ୟକ୍ତି ଓ ଅନ୍ୟ ୪ ଜଣ ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନରୁ କରୋନା ପଜିଟିଭ ଚିହ୍ନଟ […]Continue Reading
Odisha News
ଭୁବନେଶ୍ୱର ୩୦।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ଜଣେ, ଭୁବନେଶ୍ବରରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ […]Continue Reading
Odisha News
ଭୁବନେଶ୍ବର,୩୦/୭: ରାଜ୍ୟରେ ଆଜି ୧୨୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୮୭କୁ ବୃଦ୍ଧି ପାଇଛି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୪୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୫୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ Continue Reading
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟନୟାଗଡ / ନୂଆଗାଁ: ରାଜ୍ୟରେ କରୋ ନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ନୟାଗଡ ଜିଲ୍ଲାରେ ମଧ୍ୟ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିଛି । ବୁଧବାର ଦିନ ଆଉ ୨୯ ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ି ୫୩୭ ରେ ପହଞ୍ଚିଛି।ଆକ୍ରାନ୍ତ ହୋଇଥିବା ନୂଆ ୨୯ ଜଣଙ୍କ ମଧ୍ୟରୁ ଭାପୁର ବ୍ଲକ ରୁ ୨୨ ଜଣ,ଦଶପଲ୍ଲା ବ୍ଲକ୍ ରୁ ୨ […]Continue Reading
Odisha News
ଭୁବନେଶ୍ଵର. ୨୯।୭: ଭୁବନେଶ୍ୱରରୁ ଆଜି ୧୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିଙ୍କ ସଂଖ୍ୟା ୨୫୦୦ ଟପି ୨୫୦୨ରେ ପହଞ୍ଚିଛି। ୧୩୭ କେସ୍ରୁ କ୍ଵାରେଣ୍ଟାଇନ୍ରୁ ୯୮ କୋଭିଡ୍-୧୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ୩୯ ଜଣ ଅଛନ୍ତି। ବୁଧବାର ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ଟ୍ଵିଟ୍ କରାଯାଇ ଏହାର ସୂଚନା ଦିଆଯାଇଛି।ବିଏମସି ଅନୁଯାୟୀ ଗତ ୨୪ ଘଣ୍ଟାରେ ଭୁବନେଶ୍ଵରରେ ୧୩୭ ନୂତନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ Continue Reading
Odisha News
ଓଡ଼ିଶାରେ ପୁଣି ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୭୫ଭୁବନେଶ୍ୱର ୨୮।୭ : ଓଡ଼ିଶାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]Continue Reading
Odisha News
ଭୁବନେଶ୍ବର,୨୯/୭:ବୁଧବାର ଦିନ ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତ୍ୟୁ ହୋଇଥିବା ୫ ସଂକ୍ରମିତ ଯଥାକ୍ରମେ ବାଲେଶ୍ବର, ପୁରୀ, ଗଞ୍ଜାମ, ଫୁଲବାଣୀ ଏବଂ ମାଲକାନଗିରି ଜିଲ୍ଲାର । ବାଲେଶ୍ବର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ […]Continue Reading
Odisha News
ଭୁବନେଶ୍ୱର ୨୮। ୭ : ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି ।ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଏହାମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୦୯ଟି ସକ୍ରିୟ କେସ୍ ରହିଛି । ଆଜି ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ […]Continue Reading
Odisha News
ଭୁବନେଶ୍ବର,୨୮/୭: ଭୁବନେଶ୍ବର: ଆଜି ରାଜ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଏବଂ ରାୟଗଡ଼ାରୁ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। […]Continue Reading
Seo wordpress plugin by www.seowizard.org.