Home Posts tagged odisha coronavirus update (Page 7)
Odisha News
ଭୁବନେଶ୍ବର,୪/୭: ରାଜ୍ୟରେ ଶନିବାର ଦିନ ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ Continue Reading
Odisha News
ଭୁବନେଶ୍ବର,୩/୭ : ଗୁରୁବାର ଦିନ ରାଜ୍ୟରେ ଆଉ ୨ଜଣ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୨୯ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ୬୬ବର୍ଷର ଜଣେ ପୁରୁଷ ହୋଇଥିବା ବେଳେ ଅନ୍ୟ ଜଣେ ୪୦ ବର୍ଷର ପୁରୁଷ ଉଭୟେ ଗଞ୍ଜାମ ଜିଲ୍ଲାର । ଏମାନଙ୍କ ଭିତରୁ ପ୍ରଥମ ସଂକ୍ରମିତଜଣକ ଉଚ୍ଚ […]Continue Reading
Odisha News
ଭୁବନେଶ୍ବର,୩ ।୭ : ଶୁକ୍ରବାର ଦିନ ରାଜ୍ୟରେ ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ୫୬୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ Continue Reading
Odisha News
ବୈାଦ୍ଧ,୨/୭: ଗୁରୁବାର ଦିନ ବୈାଦ୍ଧ ଜିଲ୍ଲାରୁ ପୁଣି ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜଣେ କୋଭିଡ ଯୋଦ୍ଧା କରୋନା ଆକ୍ରାନ୍ତ ହୋଇଛନ୍ତି ।ସେ କୋଭିଡ କେୟାର ସେଣ୍ଟରରେ କର୍ମଚାରୀ ଭାବରେ କାର୍ଯ୍ୟ କରୁଥିବା ବେଳେ ସେ କ୍ୱାରେଣ୍ଟା ଇନରେ ଥିଲେ । ଜିଲ୍ଲାରେ ଗୁରୁବାର ଦିନ ଗୋଟିଏ ଦିନରେ ୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସମସ୍ତ ପଜିଟିଭ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ୧ ।ସେମାନଙ୍କ ମଧ୍ୟରୁ ୨ ଜଣ […]Continue Reading
Odisha News
ଭୁବନେଶ୍ୱର, ୨। ୭: ଗୁରୁବାର ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଥିବା ବେଳେ ଖୋର୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡାରୁ […]Continue Reading
Odisha News
ଭୁବନେଶ୍ବର,୨/୭: ଗୁରୁବାର ଦିନ ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୨୭ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରାଯାଇଛି ।ଉଭୟଙ୍କ ଭିତରୁ ଜଣେ ଗଞ୍ଜାମ ଜିଲ୍ଲାରୁ ଜଣଙ୍କର ହୋଇଥିବାବେଳେ ଅନ୍ୟ ଜଣେ ଅନୁଗୁଳ ଜିଲ୍ଲାର। ଏହା ଅନୁଗୁଳ ଜିଲ୍ଲାର ପ୍ରଥମ କରୋନାଜନିତ ମୃତ୍ୟୁ ମାମଲା । ଏଣେ ଗଞ୍ଜାମ ଜିଲ୍ଲାରେ କରୋନା […]Continue Reading
Odisha News
ଭୁବନେଶ୍ବର,୨/୭: ରାଜ୍ୟରେ ଆଜି ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର‌୍ୟ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା Continue Reading
Seo wordpress plugin by www.seowizard.org.