Home Posts tagged odisha electricity
Odisha News
ଭୁବନେଶ୍ୱର,୭/୩: ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି।Odisha Electricity: ବିଲ ଦେଇ ନଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ ନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବା ସହ Continue Reading