Home Posts tagged odisha governor pro ganesilal
Odisha News
ଭୁବନେଶ୍ବର,୧୭/୫: ରାଜ୍ୟପାଳଙ୍କ ସୂଚୀରେ ପରିବର୍ତ୍ତନ ଘଟିଛି। ଆଜି ସନ୍ଧ୍ୟା ୮ଟାରେ ଭୁବନେଶ୍ବରରେ ପହଞ୍ଚିବେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍। ଛୁଟି ସରିବା ପୂର୍ବରୁ ରାଜ୍ୟପାଳ ଓଡ଼ିଶା ଫେରିଆସିବେ। ରାଜ୍ୟପାଳଙ୍କ ଗସ୍ତ କାର୍ଯ୍ୟସୂଚୀରେ ହଠାତ ଏପରି ପରିବର୍ତ୍ତନ ଦେଖିବାକୁ ମିଳିଛି।ପୂର୍ବରୁ ଆଗମୀ ୨୨ ତାରିଖରେ ରାଜ୍ୟପାଳଙ୍କ ଫେରିବା କାର୍ଯ୍ୟକ୍ରମ ରହିଥିଲା। ହେଲେ ସେ ଏବେ ନିର୍ଦ୍ଧାରିତ ସମୟ ପୂର୍ବରୁ ଫେରି ଆସୁଛନ୍ତି ବୋଲି ସୂଚନା ରହିଛି। Continue Reading
Seo wordpress plugin by www.seowizard.org.