
ଭୁବନେଶ୍ବର, ୨୯/୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ Continue Reading