Home Posts tagged ODISHA HIGHCOURT
Odisha News
କଟକ,୭/୨ : ଓଡ଼ିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ Continue Reading
Odisha News
ଭୁବନେଶ୍ୱର,୨/୫ : ସରକାରୀ ଜମି ଆବଣ୍ଟନ ପ୍ରସଙ୍ଗରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ। ରାଜ୍ୟରେ ଗୃହ ଓ ନଗର ଉନ୍ନୟ ବିଭାଗ ଅଧୀନରେ ଥିବା ବିଭିନ୍ନ କର୍ତ୍ତୃପକ୍ଷଙ୍କ ଠାରୁ ଏକାଧିକ ପ୍ଲଟ ନେବା ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଜଣେ ବ୍ୟକ୍ତି ରାଜ୍ୟର ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ।ଗୋଟିଏ ପ୍ଲଟ ପାଇଥିବା ବ୍ୟକ୍ତି ଦ୍ୱିତୀୟ ଥର ଆବେଦନ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ତତ୍ସମ୍ବନ୍ଧୀୟ Continue Reading
Odisha News
ଭୁବନେଶ୍ୱର,୨୦/୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଗିରଫ ହୋଇଥିବା ଗୋପାଳ ଦାସ ଏବଂ ତାଙ୍କ ପରିବାରକୁ ସୁରକ୍ଷା ଦେବାକୁ ଆଇନଜୀବୀ ସୁମନ୍ତ କୁମାର ସ୍ବାଇଁ କୋର୍ଟରେ ଆବେଦନ କରିଥିବା ଜଣାପଡିଛି।ଏଥିସହ ଗୋପାଳଙ୍କୁ ୨୪ ଘଣ୍ଟିଆ ସିସିଟିଭି ନଜରରେ ରଖିବା ପାଇଁ ଆବେଦନରେ କୁହାଯାଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ ଡିଜି, ଜେଲ ଡିଜି, ଚୌଦ୍ୱାର ଜେଲ ଅଧିକ୍ଷକ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଛି।Continue Reading
Seo wordpress plugin by www.seowizard.org.