Home Posts tagged Odisha MLA Tests COVID Positive
Odisha News
ସାଲେପୁର, ୮।୭: କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ପିଏସଓ ଡ୍ରାଇଭର୍ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି । ବିଧାୟକଙ୍କ ସମେତ ଅନ୍ୟ ୨ ଜଣଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।Continue Reading
Seo wordpress plugin by www.seowizard.org.