
ଭୁବନେଶ୍ୱର,୧୪/୮: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଦିଆଯିବ। ଏହାସହ ଉଲ୍ଲେଖନୀୟ ସେବା ପାଇଁ ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଦିଆଯିବ।ସ୍ବାଧୀନତା ଦିବସ ୨୦୨୪ ଅବସରରେ ସାହସିକତା ଏବଂ ସେବା ପଦକ ପାଇଁ ପୋଲିସ, ଫାୟାର ବ୍ରିଗେଡ, ହୋମଗାର୍ଡ ଏବଂ ସିଭିଲ ଡିଫେନ୍ସ ଏବଂ ସଂଶୋଧନ ସେବା ବିଭାଗର ମୋଟ […]Continue Reading