କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୪/୭ : ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟ ସରକାର ପୁଣି ଆଣିଛନ୍ତି ଏକ ବଡ଼ ସୁଯୋଗ। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୬-୨୭ ପାଇଁ ଆଜି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ଗାଇଡ୍ଲାଇନ୍ ଉନ୍ମୋଚନ କରିଛନ୍ତି। ପର୍ଯ୍ୟଟନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ଯୋଜନାର ବିଭିନ୍ନ ନିୟମ ଓ ଆବେଦନ ପ୍ରକ୍ରିୟା ସମ୍ପର୍କରେ ସୂଚନା Continue Reading




