Home Posts tagged odisha src alerts nine district
Odisha News
ଭୁବନେଶ୍ବର, ୨୮/୭: ହୀରାକୁଦ ଗେଟ୍ ଖୋଲିଲା, ସତର୍କ ସୂଚନା ଜାରି ହେଲା। ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିସନର( ଏସଆରସି)। ହୀରାକୁଦ ଗେଟ୍ ଖୋଲିବା ଏବଂ ତାପରେ ନଦୀମାନଙ୍କରେ ନିଷ୍କାସିତ ବନ୍ୟାଜଳର ପରିମାଣ ବୃଦ୍ଧି ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ, ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି।ତେବେ Continue Reading
Seo wordpress plugin by www.seowizard.org.