
ଓଡ଼ିଶା,୧୪/୧୧ : ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏକାଥରକେ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର। ଏଥିସହ ଜୀବନ ବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ‘ମୋଦନ ସୁନ୍ଦର ଦେବ ଗୋଗୋମୀ’ ବିଜେତାଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି। ଉଚ୍ଚଶିକ୍ଷା, କ୍ରିଡ଼ା, ଯୁବ ବ୍ୟାପାର, ଓଡ଼ିଆ ଭାଷା ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଏହି ଘୋଷଣା କରିଛନ୍ତି।୨୦୨୦ ମସିହା ପାଇଁ ବିଶିଷ୍ଟ ଲେଖକ ତଥା ନାଟ୍ୟକାର ଅନନ୍ତ Continue Reading