Home Posts tagged odisha student union election
Odisha News
ଭୁବନେଶ୍ୱର,୧୫ /୧୦: ରମାଦେବୀ ବିଶ୍ୱବିଦ୍ୟାଳୟରେ BCJD ବାଜିମାତ୍ କରିଛି। ସଭାପତି ପ୍ରାର୍ଥୀ ଭାବେ ସୋନାଲି ବେହେରା ବିପୁଳ ବିଜୟ ହାସଲ କରିଛନ୍ତି। ସେ ନିକଟତମ AVBP ପ୍ରାର୍ଥୀଙ୍କୁ ପରାସ୍ତ କରିଛନ୍ତି। BCJDବିଜୟ ପରେ ଛାତ୍ରୀମାନେ ଜୋରଦାର ସେଲିବ୍ରେଶନ କରିଛନ୍ତି।ସୂଚନାଯୋଗ୍ୟ, ରମାଦେବୀ ବିଶ୍ୱବିଦ୍ୟାଳୟରେ AVBP ଏବଂ BCJDମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା।ଉଭୟ ପକ୍ଷରୁ ଛାତ୍ରୀମାନେ ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ବୈଠକରେ ନିଆରା ଶୈଳୀରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୫/୧୦ : ରାଜ୍ୟରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ରାଜ୍ୟର ସମସ୍ତ ସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବା ନେଇ ସୂଚନା ଦେଇଛନ୍ତି ।ଛାତ୍ର ସଂସଦ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ କଲା ଉଚ୍ଚ Continue Reading