
ବାଲେଶ୍ୱର,୩/୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗ ଆନନ୍ଦପୁର ବ୍ୟାରେଜ୍ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ତାଙ୍କ ଘରେ ରେଡ୍ କରାଯାଇଥିଲା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଦେଖି ଭିଜିଲାନ୍ସ ତାଜୁବ୍ । ଭିଜିଲାନ୍ସ ସୂଚନା ମୁତାବକ, ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏଯାବତ ୮୫ ପ୍ଲଟ ଠାବ ହେଲାଣି। ଏକ ପାଞ୍ଚ ମହଲା କୋଠା, ମାର୍କେଟ କଂପ୍ଲେକ୍ସ Continue Reading