Home Posts tagged odisha will be the sponsor of hockey india
Odisha News Sports News
ଭୁବନେଶ୍ୱର,୨୧/୬ : ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି।୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ।ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।ହକି ପାଇଁ Continue Reading
Seo wordpress plugin by www.seowizard.org.