ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲୌହମାନବ ସ୍ବର୍ଗତ ଇନ୍ଦିରା ଗାନ୍ଧୀ ଙ୍କ ୧୦୯ତମ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି।ଏହି ଅବସରରେ ଆଜି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟର ସଭା ମଣ୍ଡପରେ ନଗର କଂଗ୍ରେସ କମିଟି ସଭାପତି ବସନ୍ତ କୁମାର ପଣ୍ଡା\’ଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ସର୍ବପ୍ରଥମେ Continue Reading




