
ଭୁବନେଶ୍ବର, ୨/୬ : ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଜୁନ୍ ଜୁନ୍ ୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲ୍ରେ ଅନ୍ଲାଇନ୍ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ପୂରଣ କରିପାରିବେ।ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍ଲୋଡ୍ କରିପାରିବେ। ପ୍ରଥମ, ଦ୍ବିତୀୟ, ତୃତୀୟ ପର୍ୟ୍ୟାୟ Continue Reading