Home Posts tagged ODISHA (Page 10)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୨/୯ : ଖୋରଧା ଜିଲ୍ଲାରେ ଆଗାମୀ ଦିନ ଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଭୀଷଣ ପାଣିପାଗର ପୂର୍ବାନୁମାନ ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟ ଗୁଡ଼ିକ ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।ଜିଲ୍ଲାର ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଚାଲୁଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ Continue Reading
Business News
By Tapaswini Sahoo Odisha, Sep 22: Bajaj Finance Ltd., India’s largest private-sector Non-Banking Financial Company (NBFC) and a part of Bajaj Finserv, organized its financial literacy programme, titled ArthsutraSamvad, at theP.P. College, Nischintakoili and the Kendupatana Gram Panchayat Office in Kataka district, Odisha. As part of its nationwide financial literacy Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୯ : ବୌଦ୍ଧ ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ଅଭିଯାନର ଚୂଡ଼ାନ୍ତ ଭୋଟର ତାଲିକା ଆଜି ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ବିଭୂତି ଭୂଷଣ ନାୟକ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଉପସ୍ଥିତିରେ ଏହି ଚୂଡ଼ାନ୍ତ ତାଲିକାକୁ ଉନ୍ମୋଚନ କରିଛନ୍ତି।ବୈଠକର ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ତଥା (ଇଆରଓ) ଅନିରୁଦ୍ଧ ପ୍ରଧାନ Continue Reading
Odisha News
ବରଗଡ଼, ୨୨/୯ : ସକାଳୁ ସକାଳୁ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ ଟିମ୍ । ବରଗଡ଼ ଜିଲ୍ଲା ଗାଏସିଲଟ୍ ବ୍ଲକ୍ କଟାଭାଲ ପଞ୍ଚାୟତ ନିର୍ବାହୀ ଅଧିକାରୀ କାର୍ତ୍ତିକେଶ୍ୱର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ଭିଜିଲାନ୍ସ ମୋଟ ୬ଟି ସ୍ଥାନରେ ଚଢ଼ଉ କରିଛି ।ଗାଏସିଲଟ ବ୍ଲକ କନ୍ଦାଗାଡ଼ରେ ଥିବ ୨ ମହଲା ବାସଭବବ, ଗୋଟିଏ ମାର୍କେଟ କଂପଲେକ୍ସ, ଗୋଟିଏ ଗୋଦାମ ଘର, ନିର୍ମାଣାଧୀନ ୪ ମହଲା କୋଠା, ପୈତୃକ ଘର ସହ କାର୍ଯ୍ୟାଳୟରେ ଭିଜିଲାନ୍ସ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୨/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି।ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ ୧୮୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସମେତ ସହକାରୀ ଗୋଷ୍ଠୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧ /୯ : ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଜନମୁଖୀ କରିବା ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା।ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୯ : ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବଜପତିପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନନାଗା\’ଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଅଛି।ଭାରତୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୯ : ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ସୁପରିଚାଳନା ଓ ଏଥିରୁ ଇନ୍ଧନ ତଥା ଶକ୍ତି ଉତ୍ପାଦନ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଆଜି ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ଚିତ୍ରକାର ଲକ୍ଷ୍ମୀପୁର ଗ୍ରାମରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପାରଳାଖେମୁଣ୍ଡିର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ‘ପ୍ଲାଷ୍ଟିକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୯: ଖୋର୍ଦ୍ଧା ସହରର ନୂଆ ବସ୍‌ଷ୍ଟାଣ୍ଡ ଅଞ୍ଚଳରୁ ଟିଏଲ୍‌ସି ରାସ୍ତାର ଦୀର୍ଘଦିନର ଦୁରବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦିକା ସୋନାଲି ସାହୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ତୁରନ୍ତ ପୁନର୍ନିର୍ମାଣ ଓ ମରାମତି ପାଇଁ ସେ ଶନିବାର ଜିଲ୍ଲାପାଳଙ୍କୁ ଏକ ପତ୍ର ଲେଖି ଅନୁରୋଧ କରିଛନ୍ତି।ପତ୍ରରେ ସୋନାଲି ସାହୁ ଦର୍ଶାଇଛନ୍ତି ଯେ, Continue Reading