ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୮ : ଜଟଣୀ ,ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ମଣ୍ଡଳ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ସମ୍ପ୍ରତି ଖୋର୍ଦ୍ଧା ରୋଡସ୍ଥିତ କନଫରେନ୍ସ ହଲ୍ରେ ଇତିମଧ୍ୟରେ ଏକ ଉତ୍ସାହୀ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ଯୋଗଦାନ କରିଥିଲେ । ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଅତିରିକ୍ତ ମଣ୍ଡଳ ରେଳବାଇ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ଆଜି ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ର ସଦସ୍ୟା ଶ୍ରୀମତୀ ଚନ୍ଦନା ଦାସ ବୌଦ୍ଧ ଜିଲ୍ଲା ଦିନିକିଆ ଗସ୍ତରେ ଆସି ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ବିଭିନ୍ନ କାର୍ୟ୍ୟକ୍ରମ ପରିଦର୍ଶନ କରିଥିଲେ।ପ୍ରଥମେ ମାର୍ଡିଙ୍ଗ ଅଙ୍ଗନବାଡି କେନ୍ଦ୍ର ଏବଂ ବଡ଼ବନ୍ଧ ଅଙ୍ଗନବାଡି କେନ୍ଦ୍ର, ପରିଦର୍ଶନ କରି ଶିଶୁ ଙ୍କ ସହିତ ଆଲୋଚନା କରିବା ସଙ୍ଗେ ସଙ୍ଗେ ଖାଦ୍ୟ, ପାନୀୟଜଳ ବ୍ୟବସ୍ଥା Continue Reading
By Akshya Rout JAJPUR, AUG 26 : Revenue and Disaster Management Minister Suresh Pujari, on Tuesday, embarked on a visit to the flood-affected areas of Jajpur district, where a breach in the Kani river embankment has left nearly 40 villages submerged. As of the latest reports, the breach has hit at least 15 panchayats so […]Continue Reading
ଭୁବନେଶ୍ୱର, ୨୬/୮ : ଆଗକୁ ଆସୁଛି ଛାତ୍ର ସଂସଦ ନିର୍ବାଚନ । ଏବେଠାରୁ ବିଭିନ୍ନ ଛାତ୍ର ସଂଗଠନ କଲେଜ ପରିସରରେ ଡେରା ପକାଇବା ଆରମ୍ଭ କରିଛନ୍ତି ।ଆଉ ଏହାରି ମଧ୍ୟରେ ବିଜୁ ଜନତା ଦଳ ତାର ବିଭିନ୍ନ ସଂଗଠନର ବଡ଼ ଘୋଷଣା କରିଛି । ମହିଳା ନେତ୍ରୀ ଇପସିତା ସାହୁ ଏବଂ ଚିନ୍ମୟ ସାହୁଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ହୋଇଛନ୍ତି ଇପସିତା ସାହୁ । […]Continue Reading
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ Continue Reading
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ Continue Reading
ଭୁବନେଶ୍ବର, ୨୬/୮ : ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) କୋର୍ଟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତେବେ ଆସନ୍ତା ମାସର ଦ୍ବିତୀୟ ଶନିବାର ( ସେପ୍ଟେମ୍ବର ୧୩ ତାରିଖ)ର ଛୁଟି ବାତିଲ୍ କରାଯାଇଛି। ଏହି ଦିନକୁ କାର୍ଯ୍ୟ ଦିବସ ରୂପେ ଘୋଷଣା କରାଯାଇଛି।କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ Continue Reading
ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ’ଆମ ଶାସନ’। ଶାସନକୁ ଲୋକାଭିମୂଖୀ କରିବାକୁ ରାଜ୍ୟ ସରକାରଙ୍କ ଆଉ ଏକ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି ।ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ ।ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର […]Continue Reading
ଭୁବନେଶ୍ୱର, ୨୬/୮ : ଦୀର୍ଘ ୧୫ ଦିନ ଧରି ଜାରି ରହିଥିବା ରାଜ୍ୟ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ ରହିଛି । ଅମଲା ସଂଘ ମଙ୍ଗଳବାର ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛି ।ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଫଳରେ ଆଜିଠାରୁ ଅମଲା କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେବେ । ଏନେଇ ସଂଘର ସଭାପତି ତ୍ରିପତି ବାଲାଜୀ ସୂଚନା ଦେଇଛନ୍ତି।ଗତ ୧୧ ତାରିଖରୁ ବିଭିନ୍ନ ଦାବି ନେଇ […]Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇ ଏହାର ଶାଖା ନଦୀ କାଣୀ ନଦୀରେ ଦଶରଥପୁର ବ୍ଲକ ଅନ୍ତର୍ଗତ ଅହିୟାସ ପଞ୍ଚାୟତର ବଙ୍ଗାଳାବାଡି ରେ ଏକ ଘାଇ ସୃଷ୍ଟି ହୋଇ ୨୦ ଟି ପଞ୍ଚାୟତ ଏବଂ ଯାଜପୁର ବ୍ଲକ ର ୦୧ ଟି ପଂଚାୟତ ଜଳବନ୍ଦୀ ହୋଇଅଛି।ଦଶରଥପୁର ବ୍ଲକର କଷପା, ମଲିକାପୁର, ତରପଦା, ସୁଶୁଆ, ଦୁଦୁରାଅଣ୍ଟା, ନିଜାମପୁର, ଦତ୍ତପୁର, କୟାଁ, କମରଡିହ, ଖାନନଗର, ଛଚିଣା, Continue Reading



