Home Posts tagged ODISHA (Page 105)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୩/୮: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାଣ୍ଡକୁ ୧୭ବର୍ଷ ପୂରଣ ହୋଇଛି। ୨୦୦୮, ଅଗଷ୍ଟ ୨୩ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ପାଇଁ ସ୍ୱାମୀଜୀ କନ୍ଧମାଳର ଜଳେଶପଟା ଆଶ୍ରମକୁ ଯାଇଥିବା ସମୟରେ ପ୍ରାୟ ୪୦ରୁ ଅଧିକ ଆତତାୟୀ ଗୁଳି ବର୍ଷଣ କରିବା ଫଳରେ ସ୍ବାମୀଜୀଙ୍କ ସମେତ ତାଙ୍କର ଚାରିଜଣ ଅନୁଗାମୀଙ୍କ ମୃତ୍ୟୁ ଘଟିଥିଲା।ପରବର୍ତ୍ତୀ ସାମ୍ପ୍ରଦୟିକ ହିଂସାରେ ୩୫ ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା ଓ ଶତାଧିକ Continue Reading
Odisha News
ଭୁବନେଶ୍ବର, ୨୩/୮ : ବହୁଚର୍ଚ୍ଚିତ କମିସନରେଟ୍ ପୁଲିସ ଅଧୀନ ପାତ୍ରପଡ଼ାରେ ଗତ ୯ ତାରିଖ ଦିନ ହିଟ୍ ଆଣ୍ଡ ରନ୍ ଘଟଣାକୁ ଭୁବନେଶ୍ବରବାସୀ ଭୁଲିପାରିବେ ନାହିଁ। ସେଦିନ ଅପରାହ୍ଣରେ ଏକ ପରିବାର ରାସ୍ତା ଅତିକ୍ରମ ବେଳେ ଯେଉଁଭଳି ଦୁଃଖଦପୂର୍ଣ୍ଣ ଘଟଣା ଘଟିଲା, ଏହା ବହୁ ବର୍ଷ ପର‌୍ୟ୍ୟନ୍ତ ମନେ ରହିବ। ଏହି ଦୁର୍ଘଟଣା ନେଇ ଖଣ୍ଡଗିରି ଥାନା ପୁଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ […]Continue Reading
Odisha News
ଭୁବନେଶ୍ୱର,୨୩/୮: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି।ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍ ଅଲ୍ଟିମେଟ୍ ହସ୍ପିଟାଲ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୩/୮: କୁମାରୀ ରଞ୍ଜୁ ମାଝି ,ପ୍ରଥମ ଶ୍ରେଣୀ , ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ .ଭାପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ନୟାଗଡର ଅନ୍ତେବାସିନୀ , ସେ ମେଲେରିଆ ଓ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭାପୁର ଗୋଷ୍ଠୀ ଚିକିତ୍ସା କେନ୍ଦ୍ରରେ ଚିକିତ୍ସିତ ହେଉଥିଲେ ପରେ ନୟାଗଡ଼ ମୂଖ୍ୟ ଚିକିତ୍ସାଳୟରେ ତା ୨୧.୮.୨୦୨୫ ରିଖ ରାତ୍ରି ଆଠ ଘଟିକା ସମୟରେ ଭର୍ତ୍ତି କରାଯାଇଥିଲା ପରେ ଜଣା ଗଲା ଯେ ରକ୍ତ ଅଭାବ ଅଛି ତୁରନ୍ତ […]Continue Reading
Odisha News
ସମ୍ବଲପୁର, ୨୩/୮ : ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି। ଏବେ ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍ ଖୋଲାଯାଇଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।ସୂଚନାଯୋଗ୍ୟ, ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଛିଜ୍ଝ ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ Continue Reading
Odisha News
ଭୁବନେଶ୍ୱର, ୨୩/୮ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୩/୮: ଜଟଣୀ ,ଖୋର୍ଦ୍ଧାରୋଡ ରେଳ ମଣ୍ଡଳରେ ସୁବିଧାରେ, ସୁରକ୍ଷିତ ଓ ସମ୍ମାନପୂର୍ଣ୍ଣ ଯାତ୍ରା ପାଇଁ ବ୍ୟାପକ ଟିକେଟ୍ ଯାଞ୍ଚ ଅଭିଯାନ ଆୟୋଜନ କରାଯାଇଛି।ଯାତ୍ରୀମାନଙ୍କୁ ସହଜ, ସୁବିଧାଜନକ ଓ ସୁରକ୍ଷିତ ଯାତ୍ରା ପ୍ରଦାନ କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ। ଶ୍ରୀ ଅନିଲ କୁମାର ଏସ୍ , ବରିଷ୍ଠ ମଣ୍ଡଳ ବାଣିଜ୍ୟିକ ପ୍ରବନ୍ଧକ, ଖୋର୍ଦ୍ଧାରୋଡଙ୍କ ନେତୃତ୍ୱରେ ଏହି ବ୍ୟାପକ ଟିକେଟ ଯାଞ୍ଚ ଅଭିଯାନ Continue Reading
Odisha News
ଭୁବନେଶ୍ୱକ, ୨୨/୮ : ଆଗାମୀ ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି । ରାଜ୍ୟବାସୀଙ୍କୁ ଉନ୍ନତମାନର ଗମନା ଗମନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/ ୮ : ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ମିନି ସମ୍ମିଳନୀ କକ୍ଷରେ ମତ୍ସ୍ୟଚାଷ ଉପରେ ଏକ ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ମତ୍ସ୍ୟଚାଷ ଉପରେ ଗୁରୁତ୍ଵାରୋପ କରି ଚାଷୀ ଙ୍କୁ ଉତ୍ସାହିତ କରିବା ପାଇଁ ମତବ୍ୟକ୍ତ କରିଥିଲେ ।ବୌଦ୍ଧ ରେ ବହୁତ ବନ୍ଧ ଥିବାରୁ ଚାଷୀମାନେ ଯେପରି ମାଛ ଚାଷ ଅଧିକରୁ ଅଧିକ କରି Continue Reading
Top Stories
By Akashya Rout Jajpur, Aug  22 : The political dynamics in Dharmasala Block of Jajpur district shifted significantly on Wednesday after the Block Chairman resigned following a no-confidence motion filed against him. The resignation sparked celebrations within the local BJP camp. Jubilant scenes unfolded in Jharaka and Puri, where BJP workers and party-backed public Continue Reading