Home Posts tagged ODISHA (Page 107)
Odisha News
ଭୁବନେଶ୍ୱର, ୨୧/୮ : ଡିହାଇଡ୍ରେସନ କାରଣରୁ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିସଚାର୍ଜ ହୋଇଛନ୍ତି ।ସୁସ୍ଥ ହୋଇ ସେ ଆଜି ନବୀନ ନିବାସକୁ ଫେରିଛନ୍ତି । ହସ୍ପିଟାଲ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି ।ଯେଉଁଥିରେ ସେ ସଂପୂର୍ଣ୍ଣ ଭଲ ଥିବା କହିଛନ୍ତି । ଭଲ ଯତ୍ନ ନେଇଥିବା ସମ ଅଲଟିମେଡ ମେଡିକେୟାରର ଷ୍ଟାଫଙ୍କୁ ଧନ୍ୟବାଦ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୦/୮ : ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ଏବଂ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ତଥା ଯାଜପୁର ଜିଲ୍ଲାର ନୋଡାଲ ଅଧିକାରୀ ଶ୍ରୀ ବିଶାଲ କୁମାର ଦେବ ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଦ୍ଵିତୀୟ ଦିବସର ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ।ଏହାପରେ ଶ୍ରୀ ଦେବ କାରିଗର ଗ୍ରାମ ଗୋପାଳପୁର ପରିଦର୍ଶନ କରିଥିଲେ। ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର Continue Reading
Top Stories
By Subrat Sarangi Keonjhar/ Odisha , Aug 20 : ArcelorMittal Nippon Steel India (AM/NS India), through its CSR initiative ‘Udaan’, served as the principal sponsor of the Thakurani Challenger Football Tournament 2025. Organised in partnership with the Veer Birsa Munda Youth Club, Dalki, the tournament brought together 16 teams and over 240 players in a […]Continue Reading
Odisha News
ଭୁବନେଶ୍ୱର, ୨୦/୮ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ Continue Reading
Odisha News
ନୂଆଦିଲ୍ଲୀ/ଭୁବନେଶ୍ୱର,୨୦/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ମୋଦି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।ଶୁକ୍ରବାର Continue Reading
Odisha News
ଭୁବନେଶ୍ୱର,୨୦/୮: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ।ବିବିନୋଦ ପଶାୟତ ଓଡ଼ିଶାର ଜଣେ ପ୍ରଖ୍ୟାତ କବି ଏବଂ ଲେଖକ। ସମ୍ବଲପୁରୀ / କୋଶଳୀ ସାହିତ୍ୟରେ ତାଙ୍କର ଅବଦାନ ଅମୂଲ୍ୟ। ସେ ତାଙ୍କ କବିତା ଏବଂ ଅନ୍ୟାନ୍ୟ ଲେଖାରେ ସରଳତା ପାଇଁ Continue Reading
Odisha News
ଭୁବନେଶ୍ୱର,୨୦/୮: ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍‌ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହାଁ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯିବ। ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ ଓ ଅନ୍ୟାନ୍ୟ ଉପକରଣ ମାଗଣାରେ ଦିଆଯିବ।ଏ ବାବଦରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୮ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ଶିକ୍ଷା ଯୋଜନା ଓ କାର୍ଯ୍ୟକ୍ରମର ସମୀକ୍ଷା ସହ “ଆସ ସ୍କୁଲ ଯିବା” ଯୋଜନାର ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ, ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ, ଅଧ୍ୟକ୍ଷ, Continue Reading
Odisha News
କେନ୍ଦ୍ରାପଡ଼ା,୧୯/୮: ପୋଡ଼ିଯିବା କାରଣରୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କେନ୍ଦ୍ରାପଡ଼ା ଏସ୍‌ପି ସୂଚନା ଦେଇଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି ବୋଲି ସେ କହିଛନ୍ତି।ଘଟଣା ଦିନ ସାଢ଼େ ୮ ପର‌୍ୟ୍ୟନ୍ତ ଛାତ୍ରୀ ଫୋନ୍‌ରେ କଥା ହୋଇଥିଲେ। ହେଲେ ସାଢ଼େ ୮ରୁ ୧୧ଟା ଭିତରେ ଛାତ୍ରୀ ପୋଡ଼ି ହୋଇ ତାଙ୍କର ମୃତ୍ୟୁ ହୋଇଛି। ଏପରୀକି ଛାତ୍ରୀ ଜଣଙ୍କ ଆତ୍ମହତ୍ୟା Continue Reading
Odisha News
ନୂଆଦିଲ୍ଲୀ, ୧୯/୮ : ପୁଣି ଥରେ ଓଡ଼ିଶାବାସୀଙ୍କୁ ଖୁସି ଖବର ଦେଇଛନ୍ତି କେନ୍ଦ୍ର ସରକାର । ଦୀର୍ଘ ଦିନ ହେବା ଦାବି ହୋଇଆସୁଥିବା କଟକ-ଭୁବନେଶ୍ୱର ବାଇପାସ୍ ରୋଡ୍ କୁ କେନ୍ଦ୍ର କ୍ୟାବିନେଟର ମୋହର ଲାଗିଛି ।ଓଡ଼ିଶାରେ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି । ଏହି ୬ ଥାକିଆ ବିଶିଷ୍ଟ ୧୧୦ କିଲୋମିଟର ୮୭୫ ମିଟର୍ ଦୀର୍ଘ ରିଙ୍ଗ ରୋଡ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି ।ଏଥିପାଇଁ ୮ […]Continue Reading