
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୬ : ବୌଦ୍ଧ ଜିଲ୍ଲାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ପାଇଁ ଜିଲ୍ଲା ଉପଦେଷ୍ଟା କମିଟି ବୈଠକ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି ।ବେଆଇନ ଲିଙ୍ଗ ନିରୁପଣ ରୋକିବା ପାଇଁ କାର୍ଯ୍ୟକାରୀ ହୋଇଥିବା ଆଇନ ୧୯୯୪ ରୁ ଲାଗୁ କରାଯାଇଛି । ବୌଦ୍ଧ ଜିଲ୍ଲାରେ ସର୍ବମୋଟ ୭ ଗୋଟି ଅଲଟ୍ରାସାଉଣ୍ଡ କେନ୍ଦ୍ର ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩ ଗୋଟି Continue Reading