Home Posts tagged ODISHA (Page 111)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୭/୪: ରାଷ୍ଟ୍ରୀୟ ସୟଂସେବକ ସଂଘ,(ଆରଏସଏସ)ର ଶତାବ୍ଦୀ ବର୍ଷ ପାଳନ ଅବସରରେ ଆରଏସଏସ ଖୋରଧା ଜିଲ୍ଲା ପକ୍ଷରୁ ସ୍ଥାନୀୟ ଜୟୀରାଜଗୁରୁ ଭବନ ପରିସରରେ ସଂଘର ଶତାବ୍ଦୀ ବର୍ଷରେ “ବିଶିଷ୍ଟ ନାଗରିକ ସଂଗୋଷ୍ଠୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଜିଲ୍ଲା ସଂଘଚାଳକ ଶିକ୍ଷାବିତ ନିରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରଏସଏସ ଓଡ଼ିଶା ପୂର୍ବ ପ୍ରାନ୍ତର ସହ କାର୍ଯ୍ୟବାହ ଇଂ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତିି,୨୭/୪ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଦ୍ର ହୋନନାଗା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗ ଦେଇ ସମାଧାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୪ :ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକର ତାଳସରଡା ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ସରପଂଚ Continue Reading
Odisha News
କେନ୍ଦୁଝର, ୨୮/୪ : ପୋଲିସ ଅନୁଯାୟୀ, ଜିତୁଙ୍କ ଭଉଣୀ ଦୁଇ ମାସ ପୂର୍ବରୁ ମୃତ୍ୟୁବରଣ କରିଥିଲେ। ମଲ୍ଲିପସିର ଏକ ଗ୍ରାମୀଣ ବ୍ୟାଙ୍କରେ ତାଙ୍କର ଏକ ଆକାଉଣ୍ଟ ଥିଲା। ସେଥିରେ ପ୍ରାୟ ୧୯,୩୦୦ ଟଙ୍କା ଜମା ଅଛି। ଜିତୁଙ୍କ ମୃତ୍ୟୁପରେ, ସେ ଟଙ୍କା ଉଠାଇବା ପାଇଁ ବ୍ୟାଙ୍କକୁ ଯାଇଥିଲେ।କିନ୍ତୁ ବ୍ୟାଙ୍କ ଅଧିକାରୀ ଟଙ୍କା ଦେବାକୁ ମନା କରିଦେଇଥିଲେ କାରଣ ଆକାଉଣ୍ଟଟି ତାଙ୍କ ଭଉଣୀଙ୍କ ନାମରେ ଅଛି। ବ୍ୟାଙ୍କ ଅଧିକାରୀ ତାଙ୍କୁ ମୃତ୍ୟୁର ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ Continue Reading
Odisha News
ଭଦ୍ରକ, ୨୬/୪ : ପାଦରେ ସାମାନ୍ୟ ବାଁଉଶ ଖୁଞ୍ଚ ପଶିଥିଲା । କିନ୍ତୁ ଡାକ୍ତରଙ୍କ ଭୁଲ ଚିକିତ୍ସା ଯୋଗୁଁ କିଛି କ୍ଷଣ ମଧ୍ୟରେ ଚାଲିଗଲା ନାବାଳକର ଜୀବନ । ଏଭଳି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଭଦ୍ରକ ଜିଲ୍ଲା ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା ପ୍ରକାଶ ପାଇଛି । ମୃତ ନାବାଳକ ଜଣକ ହେଲେ ପଦ୍ମପୁର ପଞ୍ଚାୟତ ମେଳକ ଗ୍ରାମର ଦେବକାନ୍ତ ବାରିକଙ୍କ ପୁଅ ମୁକେଶ ବାରିକ (୧୪) ।ମିଳିଥିବା ପ୍ରାଥମିକ ସୂଚନା ମୁତାବକ, […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୪ : ରବିବାର ଦିନ ୧୦.୪୫ ମିନିଟ ସମୟରେ ଓଡିଶା ସରକାରୀ ଆଉଟ୍ ସୋର୍ସିଂ କର୍ମଚାରୀ ମହାସଂଘ,ବୌଦ୍ଧଜିଲ୍ଲା ଶାଖା ତରଫରୁ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନଙ୍କୁ ବୁଟୁପାଲି ସ୍ଥିତ ବାସଭବନରେ ସ୍ୱାଗତ ସମ୍ବର୍ଦ୍ଧନା ଦେବା ସହିତ ମହାସଂଘ ପକ୍ଷରୁ ତିନିଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଧେଶ୍ୟରେ ପ୍ରଦାନ କରା ଯାଇଥିଲା ।ସମସ୍ତ ଛଟେଇ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି, Daily Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୬/୪: ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍) ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି।ଏହି ପରିପ୍ରେକ୍ଷୀରେ ଖୋରଧା ଆଦର୍ଶ ଥାନା ଏବଂ ସିଗ୍‌ମା ପବ୍ଲିକ ସ୍କୁଲର ମିଳିତ ସହଯୋଗରେ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକଙ୍କୁ ନେଇ ଭାରତୀୟ ନ୍ୟାୟ ସଂହିତା ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର Continue Reading
Odisha News
ଜଗତସିଂହପୁର, ୨୬/୪ : ମାଛ ଧରୁଥିବା ବେଳେ ଘଟିଲା ଅଘଟଣ । ମହାନଦୀରେ ବୁଡି ଜଣେ ମୃତ। ଜଗତସିଂହପୁର ଜିଲ୍ଲା ପାରାଦୀପ ଚଉମୁହାଣି ନିକଟ ମହାନଦୀରେ ଘଟିଛି ଅଘଟଣ ।ଅଗ୍ନିଶମ ବାହିନୀର ଅକ୍ଲାନ୍ତ ପରିଶ୍ରମ ପରେ ମୃତଦେହ ଠାବ ହୋଇଛି ।ଖବର ଅନୁଯାୟୀ, ମହେନ୍ଦ୍ର ଏବଂ ଅନ୍ୟ ଜଣେ ବ୍ୟକ୍ତି ନଦୀରେ ପଶି ଜାଲ ଟାଣୁଥିଲେ। ହଠାତ୍ ମହେନ୍ଦ୍ର ପାଣିରେ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ଏହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । କୁଜଙ୍ଗରୁ […]Continue Reading
Top Stories
By Swagatika Mohapatra Bhubaneswar, April 25: Odisha’s KIIT-DU has secured the 6th position among all universities in India, across both government and private institutions, in the Times Higher Education (THE) Asia University Rankings 2026. The university has also emerged as the top-ranked institution not only in Odisha but across the entire eastern region of India. […]Continue Reading