ଖୋର୍ଦ୍ଧା, ୧୦/୧୨ : ରସିକିଆ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କଲା ପୋଲିସ୍ । ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ୍ତ ଦାସଙ୍କୁ ଗିରଫ କଲା ପୋଲିସ ।କଲେଜର ଜଣେ ଅଧ୍ୟାପିକାଙ୍କୁ ସମ୍ପୃକ୍ତ ଅଧ୍ୟକ୍ଷ ଜଣକ ଅଶ୍ଳୀଳ ମେସେଜ ପଠାଇ ପ୍ରେମ ନିବେଦନ କରିଥିଲେ । ଏନେଇ ଅଧ୍ୟାପିକାଙ୍କ ବାପା ବୋଲଗଡ଼ ଥାନାରେ ମଙ୍ଗଳବାର ଏତଲା ଦାୟର କରିଥିଲେ । ତଦନ୍ତ ଆଧାରରେ ବୋଲଗଡ଼ ପୋଲିସ କଲେଜର ଅଧ୍ୟକ୍ଷଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି ।ସୂଚନା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୧୨ : ମଙ୍ଗଳବାର ଜିଲ୍ଲା ତାଲିମ କେନ୍ଦ୍ର ବୌଦ୍ଧ ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କ ଅଧକ୍ଷତାରେ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରବାର କଲ୍ୟାଣ) ଅମିତାଭ ଦାସ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ସାନ୍ତା ନିବେଦିତା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ Continue Reading
ଭୁବନେଶ୍ୱର,୧୦/୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ ମୋକିମ ଅସନ୍ତୋଷ ଝାଡିଛନ୍ତି। ମୋକିମ କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ନେତୃତ୍ୱ ମିଳିଛି। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ Continue Reading
ମାଲକାନଗିରି/ଓଡ଼଼ିଶା,୧୦/୧୨ : ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆଜି ଦିନ ୧୨ ଯାଏଁ କଟକଣା ଲାଗୁ ହୋଇଥିଲା ତେବେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଅବିଧି ବଢାଇବାର ନିଷ୍ପତ୍ତି ନିଆଯାଇଛି। ପୁଣି ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କରିଥିଲେ ଡିଜିପି।ଅନ୍ୟପଟେ ଦୀର୍ଘ ୬ ଦିନ ପରେ ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ ମିଳିଛି। କନ୍ୟା ଆଶ୍ରମ ନିକଟ Continue Reading
Odisha/Cuttack, Dec 9 : India thrashed South Africa by 101 runs as the visitors collapsed for a meagre 74 in the opening T20I at the Barabati Stadium in Cuttack on Tuesday. India had earlier posted 175/6 thanks to a rescue act by Hardik Pandya. All six bowlers used by India were among the wickets, with […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୨ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତା ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ସହକାରୀ ଜିଲ୍ଲାପାଳ (ନିର୍ବାଚନ ) ଶରତ କୁମାର ମିଶ୍ର ଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ ।ଏଥିରେ ନୂତନ ଭାବେ ଗଠିତ ୫୧ଟି ମତଦାନ କେନ୍ଦ୍ର ସମ୍ପର୍କ ରେ […]Continue Reading
By Subrat Sarangi Bhubaneswar, Dec 9 : ArcelorMittal Nippon Steel India (AM/NS India) observed National Pollution Prevention Day at its Paradeep and Dabuna Plant with awareness sessions and plantation programmes, reaffirming its commitment to sustainability and environmental stewardship. At ParadeepPellet Plant, the programme was graced by Shri Puskar Chandra Behera, Continue Reading
ByTapaswini Sahoo Bhubaneswar/Odisha, Dec 9 : CSIR–Institute of Minerals and Materials Technology, Bhubaneswar inaugurated a five-day Skill Development Programme and Workshop on “Opportunities in Battery Materials and Recycling” with a focus on MSMEs, entrepreneurs, and young researchers. The programme was formally inaugurated by Shri P. K. Gupta, Joint Director and Head Continue Reading
ଭୁବନେଶ୍ବର, ୯/୧୨: ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍ କଟକଣା । ଆଉ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କଲା ପ୍ରଶାସନ । ବୁଧବାର ଦିନ ୧୨ଟା ପର୍ୟ୍ୟନ୍ତ କଟକଣା ବୃଦ୍ଧି ନେଇ ସୂଚନା ଜାରି କରାଯାଇଛି । ଜଊଉ ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି । ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଛି । ସରକାରୀ, ବ୍ୟାଙ୍କ ଓ ରେଲୱେ ସେବା ପାଇଁ ଇଣ୍ଟରନେଟ୍ […]Continue Reading
ଭୁବନେଶ୍ୱର, ୯/୧୨: ସରିଲା ବିଧାନସଭାର ଶୀତ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ ଶେଷ ହୋଇଛି। ବିଧାନସଭାର ଗୃହ କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କଲେ ବାଚସ୍ପତି।ଚଳିତଥର ନଭେମ୍ବର ୨୭ରୁ ଅଧିବେଶନ ଆରମ୍ଭ ହୋଇଥିଲା। ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିଥାନ୍ତା। ହେଲେ ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି।ଏଥର ମୋଟ୍ ୨୯ଟି କାର୍ଯ୍ୟ ଦିବସ ଥିବାବେଳେ ୧୧ ଦିନ ଚାଲିଥିଲା ଗୃହ କାର୍ଯ୍ୟ। ତେବେ ଏଥର Continue Reading




