Home Posts tagged ODISHA (Page 115)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୪ : ସୋମବାର ସକାଳ ୯.୩୦ ମିନିଟ ସମୟରେ ଅକ୍ଷୟ ତୃତୀୟା ଅବସରରେ ପାରମ୍ପରିକ ରୀତିନୀତିରେ ‘ଅଖିମୁଠି ଅନୁକୂଳ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧ ପାଲଝାର ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷର ଚାଷ କାର୍ଯ୍ୟ ପାଇଁ ଶୁଭ ମନାସି ମୁଠି ଅନୁକୂଳ କରାଯାଇଛି।ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଏହି ଶୁଭ Continue Reading
Odisha News
ଭୁବନେଶ୍ୱର, ୨୦/୪ : ଭଲ ଭାବେ ଯାଞ୍ଚ ନ କରି ମତଦାତାଙ୍କ ନାମ ତାଲିକାରୁ କାଟିବାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ଗୃହ ନିର୍ବାଚନ ବିଭାଗ ।ପୁନଃ ଯାଞ୍ଚ କରି ମତଦାତାଙ୍କ ନାମ ଯୋଡ଼ିବାକୁ କିମ୍ବା କାଟିବାକୁ ସମସ୍ତ ଇଆରଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ର ।ରାଜ୍ୟ ଅନୁଷ୍ଠିତ ଇଲେକ୍ଟର ମ୍ୟାପିଂ ପ୍ରକ୍ରିୟା ପରଠାରୁ ଉପରେ ଇଆରଓଙ୍କ ଦ୍ୱାରା ପ୍ରାୟ ୯ ଲକ୍ଷ ୮୦ ହଜାର […]Continue Reading
Odisha News
ଭୁବନେଶ୍ୱର, ୨୦/୪ : ଚାଷୀଙ୍କ ପାଇଁ ଖୁସିର ଖବର । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କ ଖାତାକୁ ଆସିଲା ସହାୟତା ରାଶି । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ପ୍ରାୟ ୮୩୮ କୋଟି ଟଙ୍କା ପ୍ରଦାନ କରିଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ କୃଷକମାନଙ୍କୁ ଏହି ରାଶି ପ୍ରଦାନ କରାଯାଇଛି । ସମସ୍ତ ଟଙ୍କା ଡିବିଟି ଜରିଆରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି । ଏହି ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ୪ ହଜାର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୪: ସମଗ୍ର କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସାମ୍ବାଦିକ ନାମରେ ଅନେକ ବ୍ୟକ୍ତି ନିଜକୁ ଜଣେ ଜଣେ ସାମ୍ବାଦିକ ବୋଲି ପରିଚୟ ଦେଉଥିବା ଦେଖିବାକୁ ମିଳୁଛି।ହେଲେ ଏ ସାମ୍ବାଦିକ ପଦ ବୋଲାଉଥିବା ବ୍ୟକ୍ତି ମାନେ ପ୍ରକୃତ ରେ କିଏ ଅସଲି ଆଉ କିଏ ନକଲି ତାହା ଜଣା ପଡୁନାହିଁ ।କେହି କେବେ, ମାନେ କିଛି ବର୍ଷ ପୂର୍ବେ ଗଣମାଧ୍ୟମରେ କାମ କରିଥିବା ଦାବି କରୁଛନ୍ତି, ତ ଆଉ କେହି ଦୀର୍ଘଦିନ ହେଲା ସେଇ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୯/୪ : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଜଟଣୀ ଏହାର ଚତୁର୍ଦ୍ଦଶ ସମାବର୍ତ୍ତନ ଉତ୍ସବ ଆୟୋଜନ କରିଛି।ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପ୍ରଫେସର ଭି. ଏସ. ରାମମୂର୍ତ୍ତି ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପୂର୍ବତନ ସଚିବ ଏବଂ ଭୁବନେଶ୍ୱର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମାବର୍ତ୍ତନ ଭାଷଣ ଦେଇଥିଲେ।ଆଇଆଇଟି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୪ : ରବିବାର ଦିନ ୧ ଘଣ୍ଟା ସମୟରେ ବୌଦ୍ଧ ଟାଉନ୍ ହଲ ଠାରେ ନବ ନିଯୁକ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଅବଦୁଲ କଲିମ୍ ଖାଁଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା ।ବରିଷ୍ଠ କଂଗ୍ରେସ ନେତା ନବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ପୂର୍ବତନ ବୌଦ୍ଧ ବିଧାୟକ ତଥା ପ୍ରଦେଶ କଂଗ୍ରେସ ଶୃଙ୍ଖଳା କମିଟିର ଅଧ୍ୟକ୍ଷ ସୁଜିତ କୁମାର ପାଢୀ ମୁଖ୍ୟ ଅତିଥି ଭାବରେ ଯୋଗ […]Continue Reading
Odisha News
ଭୁବନେଶ୍ୱର, ୧୯/୪ : ରାଜ୍ୟ ବିଜେପି ପାର୍ଟି କାର୍ଯ୍ୟାଳୟରେ ଆଜି ରାଜ୍ୟ ପଦାଧିକାରୀମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଛି। ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ ଅଧ୍ୟକ୍ଷତା କରୁଥିବାବେଳେ, ଦଳର ଅନ୍ୟାନ୍ୟ ଶୀର୍ଷ ନେତୃତ୍ୱ ମଧ୍ୟ ଉପସ୍ଥିତ ଅଛନ୍ତି।ବୈଠକରେ ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲସିଂ ତୋମାର ମଧ୍ୟ ଯୋଗଦେଇଛନ୍ତି। ସମସ୍ତ ଉପସଭାପତି, ସାଧାରଣ ସମ୍ପାଦକ ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ସକ୍ରିୟ ଉପସ୍ଥିତି ବୈଠକକୁ ଅଧିକ Continue Reading
Odisha News
ଭୁବନେଶ୍ଵର, ୧୯/୪; ଭୁବନେଶ୍ଵରରେ ଚାଲିଥିବା ୬୧ତମ ଫେମିନା ମିସ ଇଣ୍ଡିଆ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେ ଶନିବାର ରାତିରେ ଶେଷ ହୋଇଛି। ପ୍ରତିଯୋଗିତାରେ ବିଜୟିନୀ ହୋଇ ମୁକୁଟ ପିନ୍ଧିଛନ୍ତି ଗୋଆର ସାଧ୍ଵୀ ସତିଶ ସାଇଲ। ଚୂଡ଼ାନ୍ତ ପର୍ଯ୍ୟାୟ ପରେ ଜୁରୀମାନେ ତାଙ୍କ ନାମ ଫେମିନା ମିସ୍ ଇଣ୍ଡିଆ ଭାବେ ଘୋଷଣା କରିବା ପରେ ମଞ୍ଚରେ ଝଲସି ଉଠିଥିଲେ ସୁନ୍ଦରୀ ସତିଶ ।ପ୍ରତିଯୋଗିତାରେ ପ୍ରଥମ ରନର୍ସ ଅପ୍ ହୋଇଛନ୍ତି ମହାରାଷ୍ଟ୍ରର ରାଜନନ୍ଦିନୀ ପାୱାର ଏବଂ ଦ୍ଵିତୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୪ : ଚଳିତ ବର୍ଷ ପୋଷଣ (ପଖୱାଡ଼ା) ପକ୍ଷ ୯ ରୁ ୨୩ ଏପ୍ରିଲ ପର୍ଯ୍ୟନ୍ତ ପାଳନ କରା ଯାଉଥିବା ଅବସରରେ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ୮ମ ପୋଷଣ (ପଖୱାଡ଼ା) ପକ୍ଷ ୨୦୨୬ କାର୍ଯ୍ୟକ୍ରମ ଓଡ଼ିଶା ସରକାର’ଙ୍କ “ମହିଳା ଓ ଶିଶୁ ବିକାଶ” ବିଭାଗ ସହାୟତାରେ ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସମାଜ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୪ : ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଆଜି ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଟିକରପଡା ପରିଦର୍ଶନ କରି ଏହି ଅଞ୍ଚଳରେ ଇକୋ-ଟୁରିଜମ୍ ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ ।ଅତଳସରା ନିକଟରେ ପାର୍କିଂ ସ୍ଥଳୀ, ଫରେଷ୍ଟ ବିଟ୍ ହାଉସ୍, ଶିଶୁ ବଗିଚା, କଟେଜ୍, ଶୌଚାଳୟ ଓ ବିଶ୍ରାମ ଗୃହ ସହିତ ସିତଲପାଣିରେ ଗେଷ୍ଟ ହାଉସ୍ ନିର୍ମାଣ ସମ୍ଭାବନା ଯାଞ୍ଚ କରି ଏହି ପ୍ରକଳ୍ପଗୁଡ଼ିକୁ ଶୀଘ୍ର ରୂପାୟନ ପାଇଁ Continue Reading