ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨/୯ : ନୟାଗଡ ଜିଲ୍ଲାର ଲକ୍ଷାଧିକ ଚାଷୀକୂଳଙ୍କୁ ଧାନ ରୋଇବାର ୨୧ ଦିନ ଭିତରେ ବିଜେପି ସରକାର ଆବଶ୍ୟକୀୟ ସାର ଯୋଗାଇବାରେ ବିଫଳ ହୋଇଥିବାର ସୁଯୋଗ ନେଇ ଘରୋଇ ସାର ବିତରକ ସଂସ୍ଥା ମାନେ ସାର ଅଭାବୀ ବିକ୍ରି ଆଳରେ ମାତ୍ରାଧିକ କଳାବଜାରୀ କରି ୟୁରିଆ ବସ୍ତା ପ୍ରତି ୯୦୦ ଟଙ୍କାରେ ଖୋଲା ବିକ୍ରି କରି ଚାଷୀଙ୍କୁ ଶୋଷଣ କରୁଛନ୍ତି ।ଏଥିପାଇଁ ନୟାଗଡ ଜିଲ୍ଲାପାଳ ଦାୟୀ ବୋଲି କଂଗ୍ରେସ ନୟାଗଡ ବିଧାୟକ ପ୍ରାର୍ଥୀ […]Continue Reading
By Subrat Sarangi Bhubaneswar, Sep 12 : ArcelorMittal Nippon Steel India (AM/NS India) under its CSR flagship Project ‘Aarogya’ observed National Nutrition Month at its operational locations across Odisha as part of its commitment to the health and well-being of the community. This year’s theme, ‘Eat Right for a Better Life’, aligns with the United […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୨/୯ : ଏଣିକି ବିଦ୍ୟୁତ୍ ସମସ୍ୟାରୁ ଉପଭୋକ୍ତାଙ୍କୁ ମିଳିବ ମୁକ୍ତି। ଗୁଣାତ୍ମକ ଓ ନିର୍ଭରଯୋଗ୍ୟ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ପାଇଁ ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ଉଚ୍ଚ କ୍ଷମତା ସମ୍ପର୍ଣ୍ଣ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି।ଟିପିଏନଓଡିଏଲ ପକ୍ଷରୁ ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାର Continue Reading
ଭୁବନେଶ୍ୱର, ୧୧/୯ : ରାଜ୍ୟରେ ସାରର କୌଣସି ଅଭାବ ନାହିଁ। ସମସ୍ତ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି । ସାର ସମସ୍ୟା ନେଇ ବସିଥିବା ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି । ସମସ୍ତ ଜିଲ୍ଲାରେ ଥିବା ପ୍ୟାକ୍ସ ଏବଂ ଲାମ୍ପ୍ସ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ […]Continue Reading
ଭୁବନେଶ୍ୱର, ୧୧/୯: ରାଜ୍ୟରେ ଦିନକୁ ଦିନ ସଡ଼କ ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ହ୍ରାସ କରିବାକୁ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ହାତକୁ ନେଉଛନ୍ତି, ହେଲେ ଦୁର୍ଭାଗ୍ୟର ବିଷୟ ହେଉଛି, ଅନେକ ଗାଡ଼ି ଚାଳକ ସଡ଼କ ସୁରକ୍ଷା ନିୟମ ବିଷୟରେ ଅବଗତ ଥିଲେ ମଧ୍ୟ ଏହାକୁ ପାଳନ କରୁନାହାନ୍ତି । ୨୦୨୪ରେ ରାଜ୍ୟରେ ସଡକ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବିଶ୍ଲେଷଣରୁ ଏଭଳି ତଥ୍ୟ କିଛି ସାମ୍ନାକୁ ଆସିଛି ।ସଡ଼କ ସୁରକ୍ଷା ନିୟମ ପାଳନର […]Continue Reading
ଭୁବନେଶ୍ୱର, ୧୧/୯ : ରାସନକାର୍ଡରେ ଇ-କେୱାଇସି ସଂଯୋଗୀକରଣ ନିୟମ ଲାଗୁ ହେବା ପରେ ଧରାପଡ଼ିଛନ୍ତି ଲକ୍ଷ ଲକ୍ଷ ଭୂତ ହିତାଧିକାରୀ ।ରାସନ କାର୍ଡ ପାଇଁ ଇ-କେୱାଇସି ଲାଗୁ କରିବା ପରେ ୫ ଲକ୍ଷ ୭୫ ହଜାର କାର୍ଡ ମୃତ ବ୍ୟକ୍ତିଙ୍କ ନାମରେ ରହିଥିଲା । ଖାଲି ସେତିକି ନୁହେଁ ୧ ଲକ୍ଷ ୫ ଜଣ ଲକ୍ଷ କରଦାତା ମଧ୍ୟ ରାସନକାର୍ଡ ହାତେଇଥିବା ଧରାପଡ଼ିଥିଲେ । ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୯ : ବୁଧବାର ଦିନ ୧ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ବ୍ଲକ ବଢିଗାଁ ଗ୍ରାମ ପଞ୍ଚାୟତର ଅନ୍ତର୍ଗତ ଇଚ୍ଛାପୁର ଗ୍ରାମକୁ ପରିଦର୍ଶନ କରିଥିଲେ ।ଉକ୍ତ ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନ୍ତର୍ଗତ ହେବାକୁ ଥିବା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ଚାଲିଥିବା ଗାତ ଖୋଳା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ ।ଜିଲ୍ଲାପାଳଙ୍କ ଗସ୍ତ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା Continue Reading
By Tapaswini Sahoo Odisha, Sep 10 : One Day Awareness Program on Intellectual Property Rights (IPRs) under MSME Innovative Scheme has been jointly organized by MSME-DFO, Cuttack and CSIR-Institute of Minerals and Materials Technology (IMMT) on Sep 04, 2025 at CSIR-IMMT Auditorium, Bhubaneswar with a series of sessions on various aspects of IPR. This program […]Continue Reading
ଭୁବନେଶ୍ୱର, ୧୦/୯ : ଦଶହରା ପୂର୍ବରୁ ନୂତନ ଅବକାରୀ ନୀତି ଆସିବାର ସମ୍ଭାବନା ରହିଛି । ପ୍ରତିନିଧି ଦଳ ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି । ଆଗାମୀ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ନୂଆ ନୀତି ଉପରେ ଆଲୋଚନା କରାଯାଇ ତଥ୍ୟ ଦିଆଯିବ ।ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବାର ରହିଛି । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର […]Continue Reading
ଭୁବନେଶ୍ବର, ୧୦/୯ : ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେପି ସରକାର ପରିବର୍ତ୍ତନ ହେବା ପରେ ଯାଜପୁର ଜିଲ୍ଲାର ବିଜେଡି ଗଡ଼ ଦୋହଲିସାରିଲାଣି।ଆଜି ଯାଜପୁର ସ୍ଥିତ ଧର୍ମଶାଳା ମହୋତ୍ସବ ପଡ଼ିଆଠାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଐତିହାସିକ ମହା ମିଶ୍ରଣ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେଉଛି। ଏହାପୂର୍ବରୁ ଏକ ବିରାଟ ଶୋଭାଯାତ୍ରାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସଭାସ୍ଥଳକୁ ଅଣାଯାଇଥିଲା। ଏଥିରେ ହଜାର ହଜାର Continue Reading




