ଭୁବନେଶ୍ୱର, ୭/୯ : ସଂପୂର୍ଣ୍ଣ ସୁସ୍ଥ ହୋଇ ନବୀନ ନିବାସରେ ମାରାଥନ ବୈଠକ ପରେ ରବିବାର ଚାରି ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୯ ତାରିଖରେ ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ୱ ବହନ କରୁଛି । ଏ ପର୍ଯ୍ୟନ୍ତ ସ୍ଥିତି ସ୍ପଷ୍ଟ ହୋଇନି ଯେ, ବିଜେଡିର ସାତ ରାଜ୍ୟସଭା ସାଂସଦ ଏନଡିଏ ନା ବିରୋଧୀ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ […]Continue Reading




