Home Posts tagged ODISHA (Page 127)
Odisha News
କଳାହାଣ୍ଡି,୨୩/୭ : କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍ ରିଷିଡ଼ା କଲେଜର ଡାଟାଏଣ୍ଟ୍ରି ଅପରେଟର ସୌମ୍ୟରଞ୍ଜନ ତ୍ରିପାଠୀ (ସିଲୁ)।ସୂଚନାନୁସାରେ ମଦନପୁର ରାମପୁର ଥାନା ରିଷିଡ଼ା ସ୍ଥିତି ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଡାଟାଏଣ୍ଟ୍ରି ଅପରେଟର ସୌମ୍ୟରଞ୍ଜନ ଜନୈକା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୩/୭: ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି।ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।୨୦୨୦ ବ୍ୟାଚର ଆଇଏଏସ ଅଧିକାରୀ ବେଦଭୂଷଣ ଏହା ପୂର୍ବରୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ କାର୍ଯ୍ୟରତ ଥିଲେ।ସେହିଭଳି ବାଲିଗୁଡା Continue Reading
Top Stories
By Akshya Rout Jajpur, July 23 : BJP MLA Akash Das Nayak on Tuesday inspected the construction of the Panchoghochia-Ekatola bridge in Badkainchi gram panchayat, which has remained incomplete for a long time due to land acquisition and other related problems. The legislator said he has instructed the officials present to resolve the problem and […]Continue Reading
Odisha News
ଭୁବନେଶ୍ବର, ୨୩/୭ : ଭିଜିଲାନ୍ସ ଜାଲରେ ବିଏମସି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ତାଙ୍କ ବରଗଡ଼ ବ୍ରିଟ କଲୋନୀ ବାସଭବନ ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆଜି ସକାଳ ୫ଟା ରୁ ଚଢ଼ାଉ ଚାଲିଛି। ଏଥିରେ ଭିଜିଲାନ୍ସର ୬ ଜଣ ଡିଏସ୍ପି, ୧୦ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ନିମ୍ନଲିଖିତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୩/୭ : ଦବିଲା ନୟାଗଡ଼ ଗୋଲେଇ ଛକ ମୁଖ୍ୟ ରାସ୍ତା। ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଇପ ବିଛା ଯାଉଥିବା ବେଳେ ରାସ୍ତା ଦବି ଯାଇଛି। ଫଳରେ ସେହି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଛି।ପାଇପଲାଇନ ବିଛାଇବା ଦାୟିତ୍ବରେ ଥିବା ଠିକା ସଂସ୍ଥା ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛି। ଫଳରେ ଗୋଟିଏ ରାସ୍ତାରେ ଯାନ ବାହାନ ଚଳାଚଳ ରହିଛି। ପୂର୍ବରୁ ମଧ୍ୟ ଗୋଲେଇ ଛକ ନିକଟରେ ସମାନ ଢଙ୍ଗରେ ରାସ୍ତା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୭ : ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. ୧୨.୩୦ମି. ସମୟରେ ଅନୁଷ୍ଠିତ ହୋଇଯାଇଛି ।ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷ ର ବିଭିନ୍ନ କାର୍ଯ୍ୟକ୍ରମ ଧୁମଧାମରେ ପାଳନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି ।ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି Continue Reading
Odisha News
ଭୁବନେଶ୍ୱର, ୨୨/୭: ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ଅଙ୍ଗନବାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରଛାତ୍ରୀ । ଆଇଆଇଏମ୍ ସମ୍ବଲପୁରର ମଡେଲ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ସହଯୋଗରେ ମହିଳା ଶିଶୁ ବିକାଶର ମିଳିତ ଉଦ୍ୟମରେ ରାଜ୍ୟବ୍ୟାପି ଏହି ସୁଭଦ୍ରା ଯୋଜନାର ସମୀକ୍ଷା କରାଯିବ ।ରାଜ୍ୟର ୨୦୦ରୁ ଅଧିକ ଅଙ୍ଗନୱାଡ଼ି କେନ୍ଦ୍ରରେ ଏହି Continue Reading
Odisha News
ଭୁବନେଶ୍ୱର, ୨୨/୭ : ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଗିରଫ ହୋଇଥିବା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଅଡ଼ୁଆ ବଢ଼ିଛି ।ଦୁଷ୍କର୍ମ ମାମଲାକୁ ଗଣଦୁଷ୍କର୍ମ ମାମଲାରେ ପରିବର୍ତ୍ତନ କରିଛି ମଞ୍ଚେଶ୍ୱର ଥାନା ପୋଲିସ । ଏହା ସହିତ ଉଦିତଙ୍କ ସହଯୋଗୀ ଆୟୁଷ୍ମାନ ସାହୁଙ୍କୁ ଗିରଫ କରାଯାଇଛି । ପୀଡ଼ିତା ଯୁବତୀ ଜଣକ ଆୟୁଷ୍ମାନଙ୍କ ବିରୋଧରେ ବୟାନ ଦେଇଛନ୍ତି ବୋଲି କହିଛି ପୋଲିସ ।ଯୁବତୀଙ୍କ ଅଭିଯୋଗ ମୁତାବକ, ମାର୍ଚ୍ଚ ୧୮ ତାରିଖରେ Continue Reading
Odisha News
ଭୁବନେଶ୍ୱର, ୨୨/୭ : ଦୁର୍ନୀତି ମୋହନ ସରକାରଙ୍କ ଶୂନ୍ୟ ସହନଶୀଳତା ବଜାୟ ରହିଛି । ଦୁର୍ନୀତି ଖୋରଙ୍କୁ ମାଫ୍ ନାହିଁ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୭ : ଗଜପତି ଜିଲ୍ଲା କାଶୀନଗର ଠାରେ ପ୍ରାୟ ୪ ଏକର ପରିମିତ ଜମିରେ ୫ କୋଟି ୨୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଗ୍ରାମ ନ୍ୟାୟାଳୟ ତଥା ଜେଏମଏଫସି: କୋର୍ଟର ନୂତନ ବିଲ୍ଡିଙ୍ଗ ଆଜି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ହରିଶ ଟଣ୍ଡନ\’ଙ୍କ ଦ୍ଵାରା ଭର୍ଚୁଆଲ ମୋଡରେ ଉଦଘାଟିତ ହୋଇଯାଇଛି ।ଏହି ସମୟରେ ଜିଲ୍ଲା ଦୌରାଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତି , ରେଜିଷ୍ଟ୍ରାର ଶ୍ରୀ ପ୍ରସନ୍ନ କୁମାର […]Continue Reading