ଭୁବନେଶ୍ୱର, ୨୧/୭ : ଦୁଷ୍କର୍ମ ମାମଲାରେ ଗିରଫ ହେଲେ ଓଡିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ଉଦିତ ଜଣେ ଛାତ୍ରୀଙ୍କୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇଆ ପିଇବାକୁ ଦେଇଥିଲେ।ଏହାପରେ ତାଙ୍କୁ ମଞ୍ଚେଶ୍ୱର ଅଂଚଳରେ ଥିବା ଏକ ହୋଟେଲରେ ତାଙ୍କ ଦୁଷ୍କର୍ମ କରିଥିଲେ। ଏହାପରେ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସେହି ଅଭିଯୋଗକୁ ଆଧାର କରି ପୋଲିସ ଉଦିତ ପ୍ରଧାନଙ୍କୁ ଗିରଫ କରିଛି।ସୂଚନା ଅନୁସାରେ, ମାର୍ଚ୍ଚ ୧୮ ତାରିଖରେ ପୀଡ଼ିତା Continue Reading
ବରଦା ଦାସଙ୍କ ରିପୋର୍ଟକଟକ, ୨୧/୭ : ଓମ୍ ନାମ ସ୍ମରଣ କରି ଆମେ ଈଶ୍ୱର ଙ୍କ ଆନନ୍ଦ ସ୍ୱରୂପ ରେ ନିମଗ୍ନ ହେବା । ସାମ ବେଦରେ ୧୮୫୭ ଟି ମନ୍ତ୍ର ରହିଛି ।ଆଦିତ୍ୟ ୠଷି ଜ୍ଞାନ ପ୍ରାପ୍ତ ସାମ ବେଦରେ ଉପାସନା ଚର୍ଚ୍ଚା ବିଷୟରେ ଥିଙ୍କର୍ସ କ୍ଲବ ର ୧୨୭ ତମ ଆଭ।ଶୀ ଆଲୋଚନାକୁ ବିଶିଷ୍ଟ ଚିକିତ୍ସା ବିଜ୍ଞାନ ଲେଖକ ପ୍ରଫେସର ଡାକ୍ତର ନିରଞ୍ଜନ ତ୍ରିପାଠୀ ଶୁଭାରମ୍ଭ କରିଥିଲେ ।ଡେରାଡୁନ ସ୍ଥିତ ଦ୍ରୋଣସ୍ଥଳୀ ଆର୍ସ କନ୍ୟା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦ା୭ : ବୌଦ୍ଧ ଜିଲା ବଘିଆପଡା ଫାଣ୍ଡି ଅର୍ନ୍ତଗତ ଗଣ୍ଡିସର ( ବାରପୁଡା ଛକ ) ଠାରେ ଗତ ମଇ ୨୭ ତାରିଖ ଦିନ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏକ ଆଦିବାସୀ ପରିବାରର ବାପ ଝିଅଙ୍କ ମୃତ୍ୟୁ ହୋଇଥିଲା । ଟିକରପଡା ପଞ୍ଚାୟତର ଚରିଆପାଲି ଗ୍ରାମର ଗଜେନ୍ଦ୍ର ମଲିକ (୩୨) ଓ ତାଙ୍କ ପତ୍ନୀ ଓ ଛୋଟ ଛୋଟ ୩ ଝିଅକୁ ନେଇ ଶଳା ବାହାଘର ସାରି ନିଜ ଘରକୁ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୭ : ଶନିବାର ଦିନ ଅପରାହ୍ନ ରେ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ ଗୁଡିକ ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ଏବଂ ବୌଦ୍ଧ ନିର୍ବାଚନ ମଣ୍ଡଳୀର ରିଟନିଂ ଅଫସର ପ୍ରବୀଣ କୁମାର ବାଣୁଆ ।ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପତ୍ର ସଂଖ୍ୟା ୩୬୪୬ ତା.୧୯.୦୭.୨୦୨୫ ଅନୁଯାୟୀ ବୁଥ ମାନଙ୍କରେ ସ୍ବତନ୍ତ୍ର ଗହନ ସଂଶୋଧନ ନିମନ୍ତେ ପ୍ରାକ ସଂଶୋଧନ Continue Reading
ଭୁବନେଶ୍ୱର, ୨୦/୭: ଓଟିଇଟି ୨୦୨୫ ପରୀକ୍ଷା ମଧ୍ୟରାତ୍ରରେ ସ୍ଥଗିତ ହୋଇଛି । ଆଜି ଏହି ପରୀକ୍ଷା ଥିବା ବେଳେ ବୋର୍ଡ ଏହାକୁ ସ୍ଥଗିତ କରିଛି । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା କାହିଁକି ସ୍ଥଗିତ ରହିଲା ତାହାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ।ପରୀକ୍ଷା ସ୍ଥଗିତ ପାଇଁ ରାଜ୍ୟରେ ୭୫ ହଜାରରୁ ଅଧିକ ଆଶାୟୀ ନିରାଶ ହୋଇଛନ୍ତି । ବୋର୍ଡ ଏହି ପରୀକ୍ଷା ସ୍ଥଗିତ କରିବା ସହ ପରବର୍ତ୍ତୀ ସମୟରେ ସାନି ବିଜ୍ଞପ୍ତି […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୭ : ବୌଦ୍ଧରେ ସଡକ ସୁରକ୍ଷା ସମୀକ୍ଷା ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଆଞ୍ଚଳିକ ପରିବହନ ଅଧିକାରୀ ଶିଶିର କୁମାର ସାହୁ ଦୁର୍ଘଟଣା ରୋକିବା ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବୈଠକରେ ବିସ୍ତୃତ ରିପୋର୍ଟ ପ୍ରଦାନ କରିଥିଲେ ।ବାରମ୍ବାର ସମୀକ୍ଷା ସହିତ ଯେପରି ଦୁର୍ଘଟଣା ଶୁନ୍ୟ ଜୀବନ ଯାତ୍ରା Continue Reading
ଭୁବନେଶ୍ୱର,୧୯/୭ : ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ।ଶନିବାର ଏହି ଘୋଷଣା କରିଛନ୍ତିମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କୁହାଯାଇଛି।ଏହା ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ। ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ Continue Reading
ଭୁବନେଶ୍ବର,୧୯/୭: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି।ହସ୍ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯।୭: ଖୋର୍ଦ୍ଧା ଶ୍ରୀରାମ ନଗର ସ୍ଥିତ ବିଧାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ବିଧାୟକ ପ୍ରଶାନ୍ତ ଜଗଦେବ, ଭୁବନେଶ୍ୱର ସାସଂଦ ଅପରାଜିତା ଷଡଙ୍ଗୀଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ଖୋର୍ଦ୍ଧା ନିର୍ବାଚନୀ ମଣ୍ଡଳି ଅନ୍ତର୍ଗତ ଖୋର୍ଦ୍ଧା, ଟାଙ୍ଗୀ ବ୍ଲକ ଏବଂ ଖୋର୍ଦ୍ଧା ପୌରାଞ୍ଚଳରୁ ଦୁଇ ଶହ ଅଭିଯୋଗ ଶୁଣାଣୀ କରିଥିଲେ। ପୂର୍ବାହ୍ନ ୧୧ଟା ଠାରୁ ଅପରାହ୍ନ ସାଢେ ଗୋଟିଏ ପର୍ୟ୍ୟନ୍ତ ଅଭିଯୋଗ Continue Reading
ପୁରୀ, ୧୯/୭ : ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ଜାଳି ଦେବା ଘଟଣାରେ ପୋଲିସର ସ୍ପେଶାଲ୍ ଟିମ୍ ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଁଚିଛନ୍ତି ।ଖୋଦ୍ ଏସପି ପିନାକ ମିଶ୍ର ଓ ଅତିରିକ୍ତ ଏସପି ଦେବାଶିଷ ମିଶ୍ର ଘଟଣା ସ୍ଥଳରେ ପହଁଚିଛନ୍ତି । ସ୍ଥାନୀୟ ଲୋକ, ଉଦ୍ଧାର କରିଥିବା ଲୋକଙ୍କୁ ପୋଲିସ ପଚରା ଉଚରା କରିଛି । ନାବାଳିକା ଜଣକ ଅଧାରୁ ପାଠ ପଢ଼ା ଛାଡ଼ିଥିଲେ । ତେବେ […]Continue Reading




