Home Posts tagged ODISHA (Page 13)
Odisha News
ଭୁବନେଶ୍ୱର, ୨୮/୧ : ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ। ବାଦ୍ ପଡିଛି ଅତ୍ୟାବଶକୀୟ ସେବା। ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡି, ପିୟୁସିସି ଓ ସ୍ମାର୍ଟ ମିଟର ପ୍ରସଙ୍ଗରେ ୮ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ତିନିଟି ପ୍ରସଙ୍ଗକୁ ନେଇ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ।ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାଁରେ ଫାଇନ୍ ଆଦାୟ ଓ ଟାଟା ପାୱାରର ମନମାନି ବିରୋଧରେ କରାଯିବ ବନ୍ଦ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୭/୧ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଦାନଗଦି ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୧: ଖୋର୍ଦ୍ଧା ପଞ୍ଚାୟତ ସମିତି ଅଧିନସ୍ଥ ନନ୍ଦପୁର ଗ୍ରାମ ପଞ୍ଚାୟତ ମାଘ ସପ୍ତମୀ ମେଳଣ ପଡିଆ ଠାରେ ‘ଜନତା ଡାଇମଣ୍ଡ କ୍ଲବ’ ନନ୍ଦପୁର ପକ୍ଷରୁ ଆୟୋଜିତ ପଲ୍ଲୀ ଉତ୍ସବକୁ ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ।ଜନତା ଡାଇମଣ୍ଡ କ୍ଲବ ର ସଭାପତି ପ୍ରଫୁଲ୍ଲ କୁମାର ଦଳେଇ ଙ୍କ ଅଧ୍ୟକ୍ଷତାରେ Continue Reading
Top Stories
By Subrat Sarangi Bhubaneswar/Odisha,  Jan. 27 : Two athletes from Odisha AM/NS India Kho Kho High Performance Centre (HPC) delivered an outstanding performance at the 69th National School Games Kho Kho Tournament (U-14 Boys)held in Rajasthan during   January16-21, 2026. The OdishaTeam made the state proud by emerging as the runner up in the tournament. Aditya […]Continue Reading
Odisha News
ଭୁବନେଶ୍ୱର,୨୭/୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା ଅଛି।ସେପଟେ, ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି। ସମର୍ଥନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ସୂଚନା ଦେଇଛନ୍ତି। ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ Continue Reading
Odisha News
ଭୁବନେଶ୍ୱର, ୨୭/୧: ଏପ୍ରିଲରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା । ସରକାରୀ ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ୧୬ ଏପ୍ରିଲ୍ ଏବଂ ୧୫ ମେ’ ୨୦୨୬ ମଧ୍ୟରେ ୩୦ ଦିନ ଭିତରେ ଘର ତାଲିକାକରଣ କାର୍ଯ୍ୟ ଓ ଜନସଂଖ୍ୟା ଗଣନା କରାଯିବ ।୧୫ ଦିନର ଆତ୍ମଗଣନା ବିକଳ୍ପ ୧ ଏପ୍ରିଲ୍ ରୁ ୧୫ ଏପ୍ରିଲ୍ ୨୦୨୬ ମଧ୍ୟରେ ରହିବ। ଦ୍ୱିତୀୟ ପର୍ଯ୍ୟାୟରେ, ଫେବ୍ରୁଆରି-ମାର୍ଚ୍ଚ ୨୦୨୭ରେ ଜନସଂଖ୍ୟାଗତ ବିବରଣୀ ସହିତ ଜନସଂଖ୍ୟା ଗଣନା କରାଯିବ। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବୌଦ୍ଧ, ୨୬/୧ : ବୌଦ୍ଧ ସହର ଐତିହାସିକ ସହର ଭାବେ ପରିଗଣିତ। ସୁନ୍ଦର ସହର।ସହର କୁ ଲାଗି କୁଳୁ କୁଳୁ ନାଦରେ ବୋହିଯାଉଛି ମହାନଦୀ।ପାହାଡ ଜଙ୍ଗଲ ପରିବେଷ୍ଟନୀ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟ ଘେରା ବୌଦ୍ଧ ଜିଲ୍ଲା ରେ ଉଚ୍ଚ ଶିକ୍ଷାର ବିକାଶ ପାଇଁ ଅଭ୍ୟୁଦୟ ଇନଷ୍ଟିଚ୍ୟୁଟ ଅଫ ବେସିକ ସାଇନ୍ସ ନାମରେ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଜଗତର ଉଜ୍ଜ୍ବଳ ତାରକା ଭାବେ ଗଢି ତୋଳିବା […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୬ /୧ : ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଥିଲା ଫାଇନାଲ ମ୍ୟାଚ। ୭୮୬ ୟୁଥ୍ କ୍ଳବ୍ ଆନୁକୂଲ୍ୟରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଖେଳର ଆଜିର ଏହି ଫାଇନାଲ ଖେଳରେ ଭଞ୍ଜନଗର ଓ ମଙ୍ଗଳା କ୍ଳବ୍ କଟକ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ ଆକ୍ରମଣ ଓ ପ୍ରତି ଆକ୍ରମଣ ଜାରୀ ରହିଥିଲା।ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ଡ. ଅରୁଣ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧: ଆଜି ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ।ଏହି ଉପଲକ୍ଷେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ସଦର ମହକୁମା ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ Continue Reading