Home Posts tagged ODISHA (Page 132)
Top Stories
By Subrat Sarangi Bhubaneswar/Odisha, March 18 : Ghoraburhani Sagasahi and Thakurani Iron Ore Mines of ArcelorMittal Nippon Steel India (AM/NS India) bagged seven awards for exceptional safety, sustainability, and efficiency across multiple categories at the 43rd Annual Metalliferous Mines Safety Fortnight Observance 2025. The event, organised under the aegis of Continue Reading
Odisha News
ଭୁବନେଶ୍ୱର, ୧୮/୩ : ଶ୍ରୀମୟୀ ମିଶ୍ରଙ୍କୁ ଅତି କଡ଼ା ଶବ୍ଦରେ ସମାଲୋଚନା କରିଥିବା ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ଆଜି ଖୋଦ୍ ନବୀନ ଭୁଲ ପ୍ରମାଣିତ କରିଦେଇଛନ୍ତି । ଆଉ ଶ୍ରୀମୟୀ ବି ପ୍ରମିଳା ଏବଂ ଗୌତମବୁଦ୍ଧ ଦାଶଙ୍କୁ ପାଳିତ ଶୁଆ କହି ତେରର୍ଚ୍ଛା ବାଣ ମାରିଛନ୍ତି ।ଶ୍ରୀମୟୀ କହିଛନ୍ତି ଯେ ପାଳିତ ଶୁଆଙ୍କୁ ଭୁଲ୍ ପ୍ରମାଣିତ କଲେ ବିଜେଡି ମୁଖିଆ । ଦୁଇ ମାନ୍ୟବର ବିଧାୟକ ପ୍ରମିଳା ମଲ୍ଲିକ ଓ ଗୌତମବୁଦ୍ଧ ଦାଶ ଏଭଳି କୌଣସି ଟ୍ରଷ୍ଟ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୭/୩ : ନବନିର୍ବାଚିତ ରାଜ୍ୟସଭା ସାଂସଦ ମନମୋହନ ସାମଲ, ସୁଜିତ୍ କୁମାର ଓ ଦିଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁଶ୍ରୀ ସାମଲ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଳ ସିଂ ତୋମାର ଓ ସୁଜିତ କୁମାର ପ୍ରମୁଖଙ୍କ ଗହଣରେ ବିଜୟ ଉତ୍ସବ ପାଳନ କରିଛନ୍ତି ।ଶେଖର ସାହୁ। ଭୋଟ ଗଣତି ପରେ ଭୁବନେଶ୍ଵରସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧାୟକ ଶ୍ରୀ ସାହୁ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୩ : ଚଇତି ଯାତ୍ରାର ଦ୍ୱିତୀୟ ପାଳିରେ ଗଞ୍ଜାମ ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ମା’ ମହାଲକ୍ଷ୍ମୀ ରୂପେ ବେଶ ଧାରଣ କରିଥିବା ବେଳେ ଏହି ଅପୂର୍ବ ବେଶ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଛୁଟିଥିଲା ।କିନ୍ତୁ ଏହି ଭିଡରେ ଅନନ୍ୟ ସେବା କରି ଶ୍ରଦ୍ଧାଳୁଙ୍କ ମନ ମୋହିବାକୁ ପୂର୍ବରୁ ପ୍ରସ୍ତୁତ ଥିଲେ ଗଜପତି ଜିଲ୍ଲା କୋର୍ଟରେ କାର୍ଯ୍ୟରତ ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୭/୩ : ଯାଜପୁରର ପୌରାଣିକ ଓ ଆଧ୍ୟାତ୍ମିକ ମାହାତ୍ମ୍ୟର ପ୍ରତୀକ ପବିତ୍ର ବାରୁଣୀ ସ୍ନାନ ମେଳା ଅବସରରେ ପୁଣ୍ୟତୋୟା ବୈତରଣୀ ନଦୀର ଦଶାଶ୍ୱମେଧ ଘାଟର ଉଭୟ ପାର୍ଶ୍ୱରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।ଏହି ପରିପ୍ରେକ୍ଷୀରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।ଭକ୍ତମାନେ ଆଜି ଚୈତ୍ର ଶୁକ୍ଳ ତ୍ରୟୋଦଶୀ ତିଥିରେ ବୈତରଣୀ ନଦୀରେ ସ୍ନାନ କରିବା ସହ ପିତୃପୁରୁଷଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୭/୩: ମଙ୍ଗଳବାର ଖୋରଧା ଜିଲ୍ଲାର ୨୨୨ ଜଣ ତୀର୍ଥ ଯାତ୍ରୀ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଭିତର କାଠ ଦର୍ଶନ ଏବଂ ମହାପ୍ରସାଦ ସେବନ ନିମନ୍ତେ ପୁରୀ ଶ୍ରୀ ପୁରୁଷୋତ୍ତମ ଧାମ ଯାତ୍ରା କରିଛନ୍ତି ।ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଗୋଟି ବସ୍ ଆୟୋଜନ କରାଯାଇଥିଲା । ଜିଲ୍ଲାର ଦୁଇଗୋଟି ସ୍ଥାନରୁ ତଥା ରାଜ୍ୟ ସଦର ମହକୁମା ଭୁବନେଶ୍ୱର Continue Reading
Odisha News
ଭୁବନେଶ୍ୱର,୧୭/୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି।ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତି।ଝିଅ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ , ୧୬/୩ : ବିଘ୍ନ ବିନାଶକ ହେଲେ ଗଣେଶ ଶିବଙ୍କ ପୁତ୍ର । ସମସ୍ତ ବ୍ରହ୍ମା କୁମାର କୁମାରୀ ହେଉଛନ୍ତି ଶିବ ଙ୍କ ପୋଷ୍ୟପୁତ୍ର ।ତେଣୁ ଏଠାରେ ସମସ୍ତେ ସାମୁହିକ ଧ୍ୟାନ ଶିବିର ଜରିଆରେ ବିଶ୍ୱ କଲ୍ୟାଣ ପାଇଁ ଆଜି ସନ୍ଧ୍ୟାରୁ ଶୁଭାରମ୍ଭ ହୋଇଛି । ବି କେ ଝୁନୁ ପ୍ରାରମ୍ଭିକ ସୂଚନା ଦେଇଥିଲେ ।ବିକେ ନଗେନ୍ଦ୍ର, ଅରବିନ୍ଦ,ବରଦା ସାମ୍ପ୍ରତିକ ଯୁଦ୍ଧ ପରିସ୍ଥିତି ଓ ଯୁଗ ପରିବର୍ତ୍ତନ ପାଇଁ ସମାଜ କଲ୍ୟାଣ ନିମନ୍ତେ […]Continue Reading
Odisha News
ଭୁବନେଶ୍ୱର, ୧୭/୩: ଦଳୀୟ ନିର୍ଦ୍ଦେଶାବଳୀକୁ ଅବମାନନା କରିବା କଂଗ୍ରେସ ତିନି ବିଧାୟକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛନ୍ତି । କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ଏବଂ ମୋହନା ବିଧାୟକ ଦାଶରଥୀ ଗୋମାଙ୍ଗୋଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିବା କଂଗ୍ରେସ ମିଡ଼ିଆ ସେଲ୍ ସଭାପତି ଅରବିନ୍ଦ ଦାଶ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।ଉପରୋକ୍ତ ତିନି ଜଣ Continue Reading
Ollywood News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧୀ ସ୍ମୃତି ଉନ୍ନୀତ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗ ପକ୍ଷରୁ ଏସ:ଡବ୍ଲ୍ୟୁ:ଡବ୍ଲ୍ୟୁ:ଏସ: ଓ ସଖୀ ୱାନ ଷ୍ଟପ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ମହିଳା ମାନଙ୍କ ଅଧିକାର ଓ ସୁରକ୍ଷା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସମାଜସେବୀ ତଥା ତୃତୀୟ ଲିଙ୍ଗି ସମାଜର ଜିଲ୍ଲା ସମ୍ପାଦିକା ଜସ୍ମିନ ସେଖ ଙ୍କ Continue Reading