Home Posts tagged ODISHA (Page 137)
Odisha News
କମ୍ଭୁଧର କ୍ଷେତିଙ୍କ ରିପେର୍ଟବୌଦ୍ଧ, ୯/୩ : ରବିବାର ସନ୍ଧ୍ୟା ରେ ସୁଭଦ୍ରା ଶକ୍ତି ମେଳା ର ତୃତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ରବିବାର ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡଷନା, ଉପ ଜ଼ିଲ୍ଲାପାଳ ବିନୟ କୁମାର ଭୋଇ, ତହସିଲଦାର, ବୌଦ୍ଧ ଅନିତା କୁମାରୀ ସାହୁ,ସମସ୍ତ ଡେପୁଟି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୩ : ବୌଦ୍ଧ ମାଉସୀମା ମନ୍ଦିର ଠାରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ ର ରାଜ୍ୟସ୍ତରୀୟ ଉତ୍ସବ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ କୋଟି ରୁ ଉର୍ଦ୍ଧ୍ବ ସୁଭଦ୍ରା ମାଆଙ୍କ ଆକାଉଣ୍ଟ କୁ ୫ ହଜାର ଟଙ୍କା ଲେଖାଏଁ ୫ ହଜାର କୋଟି ରୁ ଉର୍ଦ୍ଧ୍ବ ଅର୍ଥ ପ୍ରଦାନ କରିବା ର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ବୌଦ୍ଧ ଠାରେ ଅନୁଷ୍ଠିତ ଜ଼ିଲ୍ଲା ସ୍ତରୀୟ ଉତ୍ସବ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୮/୩ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ସଭାପତିତ୍ବରେ ଜୟୀ ରାଜଗୁରୁ ଟାଉନ ହଲ ଖୋରଧା ଠାରେ ମହିଳା ଓ ଶିଶୁ ଵିକାଶ ବିଭାଗ, ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଏବଂ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପରିଚାଳନାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ଏବଂ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଅଛି ।ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଓଡିଶାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୩ : ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୦୬ ମାର୍ଚ୍ଚ ଠାରୁ ୦୮ ମାର୍ଚ୍ଚ ପର୍ଯ୍ୟନ୍ତ ଦୀର୍ଘ ତିନିଦିନ ଧରି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଅଛି।ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ତୃତୀୟ ତଥା ଶେଷ ଦିନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୮/୩ : ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜାରକାସ୍ଥିତ ଧର୍ମଶାଳା ମହୋତ୍ସବ ପଡିଆରେ ସ୍ୱେଛସେବୀ ସଙ୍ଗଠନ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମହିଳା ଦିବସ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।ଲୋରିଆ ମହାନ୍ତିଙ୍କ ସଂଚାଳନାରେ ଆୟୋଜିତ ସଭାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ,କଟକ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, କୋରେଇ ବିଧାୟକ ଆକାଶ ଦାସ ନାୟକ,ସମାଜସେବୀ ଋତୁପୁର୍ଣ୍ଣା Continue Reading
Odisha News
ପୁରୀ,୮/୩: ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି।ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୩: ଖଣି ଖଣିଜ ଆଇନ ୧୯୫୭ ଅନୁଯାୟୀ ନଦୀର ବାଲିକୁ ଗୌଣ ଖଣିଜ ଭାବେ ଶ୍ରେଣୀଭୁକ୍ତ କରାଯାଇଛି। ଯେହେତୁ ନଦୀବାଲି ପ୍ରଧାନତଃ ନିର୍ମାଣ କାମରେ ବ୍ୟବହାର ହୁଏ,ତେଣୁ ଗୋଟିଏ ଖଣିଜ ରୂପରେ ବିବେଚନା କରାଯାଏ। ଉପରୋକ୍ତ ଆଇନର ଧାରା-୧୫,ଅନୁଯାୟୀ, ଗୌଣ ଖଣିଜ ସମ୍ପର୍କିତ ଖଣି ଲିଜ ,ଖନନ,ଲାଇସେନ୍ସ ଓ ପରମିଟ ଏବଂ ନିୟନ୍ତ୍ରଣ କରିବାର ଶକ୍ତି ରାଜ୍ୟ ସରକାରଙ୍କର।ଏହି ଆଇନ ମାଧ୍ୟମରେ ରାଜ୍ୟ ସରକାର ନିୟମାବଳୀ ପ୍ରସ୍ତୁତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୩ : (ଶନିବାର ) ଦିନ ସୁଭଦ୍ରା ଶକ୍ତି ମେଳାର ଦ୍ଵିତୀୟ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ବିଭୁତି ଭୂଷଣ ନାୟକ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ତହସିଲଦାର, ବୌଦ୍ଧ ଅନିତା କୁମାରୀ ସାହୁ , ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାଗରୀକା ଦତ୍ତ, ସମସ୍ତ ସି. ଡି. ପି. ଓ. ସୁଭଦ୍ରା ମାଆ ମାନେ ପ୍ରଦୀପ […]Continue Reading
Top Stories
By Tapaswini Sahoo Bhubaneswar,  Mar 7 :  All Odisha Contractors Welfare Association (AOCWA) today announced the withdrawal of its long 14-day long protest after a successful discussion with Sri Prithviraj Harichandan, Hon’ble Minister, Works, Law and Excise Department, Govt Of Odisha. Three major organisations representing approximately 70,000 contractors— Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୩ : ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା ମାର୍ଚ୍ଚ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଛି।କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ସୁବ୍ରତ ପ୍ରଧାନଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ Continue Reading