ବରଦା ଦାସଙ୍କ ରିପୋର୍ଟକଟକ , ୧୩/୮: ଆଜି ସକାଳ ୮ ଘଟିକ।ରେ ସ୍ଵାଧୀନତା ଦିବସ ପାଳନ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ବିଜେପି ଅମରେଶ୍ୱର୍ ମଣ୍ଡଳ ତରଫରୁ ଅନୁଷ୍ଠିତ ହୋଇଯାଇଛି ।ସଭାପତି ଉପେନ୍ଦ୍ର ମହାରଣା, ଉପସଭାପତି ବରଦା ଦାସ, ମହିଳା ନେତ୍ରୀ ପ୍ରବୀଣ। ମହାପାତ୍ର ଓ କଳ୍ପନା ଦାସ, ସମ୍ପାଦକ ସମ୍ବିତ ସାମଲ ଙ୍କ ନେତୃତ୍ୱରେ ଜାତୀୟ ପତାକା ଉଡ଼ାଇ ଜାତୀୟ ସଙ୍ଗୀତ ବାଦ୍ୟ ସହ ଏକ ଶୋଭାଯାତ୍ରା ମଙ୍ଗଳାବାଗ ଠାରୁ ବାସ୍ତରି ମଠ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପକ୍ଷରୁ “ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅବସରରେ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁ ତ୍ରିରଙ୍ଗା ପତାକା ଦେଖାଇ ଏହି ତ୍ରିରଙ୍ଗା ଶୋଭାଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଏହି ତ୍ରିରଙ୍ଗା ଶୋଭାଯାତ୍ରାରେ ମହାବିଦ୍ୟାଳୟର ସମସ୍ତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/ ୮ : ବୌଦ୍ଧ ବ୍ଲକ ରକସା ପଞ୍ଚାୟତର ଦହ୍ୟା ଠାରେ ମଙ୍ଗଳବାର ଘରେ ଘରେ ତ୍ରିରଙ୍ଗା, ଘରେ ଘରେ ସ୍ଵଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ସ୍ଥାନୀୟ ହାଇସ୍କୁଲ ପରିସରରେ ଏକ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବୃକ୍ଷରୋପଣ କରିଥିଲେ।ପରେ ତ୍ରିରଙ୍ଗା ଶୋଭାଯାତ୍ରାରେ Continue Reading
ଭୁବନେଶ୍ୱର, ୧୩/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି।ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀ ମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ଏହା ସହ ଉଗଇ ର ସରଳୀକୃତ ଗାଇଡଲାଇନ ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ Continue Reading
ଭୁବନେଶ୍ୱର, ୧୩/୮ : ରାଜ୍ୟ କ୍ୟାବିନେଟରେ ୭ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି । ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା, ଆଦର୍ଶ ମଣ୍ଡି, ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ଓ ସମ୍ବଲପୁରରେ ଜଳ ପ୍ରକଳ୍ପକୁ ଆଦି ଅନୁମୋଦନ ମିଳିଛି । କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୂଜା ସୂଚନା ଦେଇଛନ୍ତି ।ଲୋକ ସେବା ଭବନରେ ଆହୁତ କ୍ୟାବିନେଟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ସମବାୟ ବିଭାଗ ର ୧ ଟି, […]Continue Reading
ଭୁବନେଶ୍ୱର,୧୩/୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୩/୮ : ଜନସାଧାରଣଙ୍କ ଅଭିଯୋଗ ଶୁଣାଣିକୁ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନଶୁଣାଣୀ ପୋର୍ଟାଲରେ ଅଭିଯୋଗ ଦାଖଲ ପ୍ରକ୍ରିୟାକୁ ସରଳିକରଣ କରିଥିବା ବେଳେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଉକ୍ତ ପୋର୍ଟାଲ ଦ୍ୱାରା ହେଉଛି । ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସିରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ।ବାଣପୁର ଏନଏସି ସମ୍ବନ୍ଧୀୟ ଯେକୌଣସି ଅଭିଯୋଗ ଉକ୍ତ ପୋର୍ଟାଲରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୮ : ଜନସାଧାରଣ ଏବଂ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦେଶ ପ୍ରେମ ଓ ଜାତୀୟତାବାଦ ର ଜାଗରଣ ସୃଷ୍ଟି କରିବା ପାଇଁମଙ୍ଗଳ ବାର ସକାଳ ୮.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାକୁ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଦୁଇଶହ ଦୁଇ ମିଟର ଲମ୍ବା ର ଜାତୀୟ ପତାକା କୁ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ତରଫରୁ ତି ଆରି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୮ : ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ତୁମୁଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସମାଜ କଲ୍ୟାଣ ଯୋଜନା ସହିତ ପାଠଶାଳା ଛାଡ଼ିଦେଇଥିବା ଶିଶୁମାନଙ୍କ ଭର୍ତ୍ତିକରଣ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସଚିବ ସଚିବ ଶ୍ରୀ ବିମଳ ରାଉଳ Continue Reading
ଭୁବନେଶ୍ବର, ୧୨/୮ : ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି। ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।ସୂଚନାଯୋଗ୍ୟ, ‘ହରିଜନ’ ଶଦ୍ଦକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ହେଉଥିବା ନଜିର ରହିଛି। ଏପରିକି ‘ହରିଜନ’ ଶଦ୍ଦକୁ Continue Reading




