
ଭୁବନେଶ୍ୱର, ୧୧/୫ : ସିଭିଲ୍ ଡିଫେନ୍ସରେ ଯୋଗ ଦେବା ପାଇଁ ଜନସାଧାରଣ ଓ ଯୁବ ସମାଜକୁ ଆହ୍ବାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି ଯେ,\”ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ।ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ Continue Reading