Home Posts tagged ODISHA (Page 14)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ Continue Reading
Odisha News
ଫୁଲବାଣୀ,୨୫/୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ।ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ ଦମ୍ପତି ବାଲିଗୁଡ଼ା ଅଞ୍ଚଳର ଜଣେ ଗୁଣିଆଠାରୁ ଔଷଧ ଆଣି ଖାଇଥିଲେ। ପରେ ଦୁହେଁ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଫୁଲବାଣୀ ଜିଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। Continue Reading
Odisha News
ଭୁବନେଶ୍ଵର, ୨୫/୮: ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକରେ ବର୍ତ୍ତମାନ ବନ୍ୟା ବିପଦ ଟଳିଯାଇଛି। ବୈତରଣୀ, ସାଳନ୍ଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ବନ୍ୟା ସ୍ଥିତି ନଥିବା ବେଳେ ବଂଶଧାରାର ଉପର ମୁଣ୍ଡରେ ସୃଷ୍ଟି ହୋଇଥିବା ଆକସ୍ମିକ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ହୀରାକୁଦ ଡ୍ୟାମରୁ ବର୍ତ୍ତମାନ ୧୬ଟି Continue Reading
Odisha News
କେନ୍ଦ୍ରାପଡ଼ା, ୨୫/୮ ରାଜକନିକା: କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟବିଦାରକ ଅଘଟଣ ଘଟିଛି। ନଦୀ ପାର ହେବା ପାଇଁ ଡଙ୍ଗାରେ ଚଢ଼ୁଥିବା ସମୟରେ ଜଣେ ବୃଦ୍ଧଙ୍କୁ କୁମ୍ଭୀର ନଦୀ ଭିତରକୁ ଟାଣିନେଇଥିବା ଅଭିଯୋଗ ହୋଇଛି। ଘଟଣା ପରଠାରୁ ବୃଦ୍ଧ ନିଖୋଜ ରହିଛନ୍ତି।ନିଖୋଜ ବୃଦ୍ଧ ହେଲେ ଗଙ୍ଗାଧର ପ୍ରସାଦ ଦିଆ ଗାଁର ପରେଶ୍ୱର ବେହେରା। ସ୍ଥାନୀୟ ସୂତ୍ର ଅନୁସାରେ, ସେ ଆୟତା ବଜାରକୁ ଯିବା ପାଇଁ ପ୍ରଖର ସ୍ରୋତ ଥିବା ନଦୀ ପାର କରିବାକୁ Continue Reading
Top Stories
By Akshya Rout Jajpur/Odisha,Aug 24 : Making public service the guiding principle of his political journey, Dharmasala MLA Himanshu Sekhar Sahu has been working for the welfare of people in his constituency for several years, with a particular focus on healthcare and assistance to vulnerable families. Sahu began his public life through social service and […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୮ : ବୌଦ୍ଧ ଜିଲ୍ଲାର ବୌଦ୍ଧ ବ୍ଲକ ଅନ୍ତର୍ଗତ ସୀମାନ୍ତ ଆମ୍ବଝରୀ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ତହସିଲଦାର ଅନିତା କୁମାରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୪/୮: ଖୋରଧା ଜିଲ୍ଲାରେ ଚାଲିଥିବା ୨୦୨୬ ମସିହାର ସ୍ୱତନ୍ତ୍ର ଗଭୀର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ଭୋଟରଙ୍କ ଦାବି ଓ ଆପତ୍ତି ସମ୍ପର୍କିତ ମୋଟ ୧୨,୪୬୫ଟି ଆବେଦନ ମିଳିଛି।ଜୁଲାଇ ୫ରୁ ଅଗଷ୍ଟ ୧୯, ୨୦୨୬ ମଧ୍ୟରେ ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ଫର୍ମ-୬, ଫର୍ମ-୭ ଓ ଫର୍ମ-୮ ଜରିଆରେ ଏହି ଆବେଦନଗୁଡ଼ିକ ଦାଖଲ ହୋଇଛି। ଏଥିରୁ ୬,୮୮୮ଟି ଆବେଦନ ଅନୁମୋଦିତ, ୧,୯୫୮ଟି ଖାରଜ Continue Reading
Top Stories
By Akshya Rout Jajpur, Aug 24: A joint public grievance hearing camp was organised by the Jajpur district administration at the conference hall of the Dasarathpur Block office . Jajpur Collector Ambar Kumar Kar attended the camp and heard grievances and complaints from members of the public. A total of 47 complaints were registered during […]Continue Reading
Business News Top Stories
Over Rs 65,000 crore investment pipeline strengthens its green industrial credentials By Subrat Sarangi Bhubaneswar/Gopalpur, Aug. 23: Tata Steel Special Economic Zone Limited’s (TSSEZL) Gopalpur Industrial Park (GIP) in Odisha’s Ganjam district is emerging as a major green industrial hub in eastern India, with a cumulative investment pipeline of over Rs 65,400 crore Continue Reading