Home Posts tagged ODISHA (Page 146)
Odisha News
ଭୁବନେଶ୍ୱର,୪/୮: ଶେଷରେ ହାରିଗଲେ ବଳଙ୍ଗା ପୀଡ଼ତା। ଜୀବନ ଯୁଦ୍ଧରେ ସଂଗ୍ରାମ କରି ହାରିଯିବା ପରେ ତାଙ୍କର ମୃତ୍ୟୁକୁ ନେଇ ସମସ୍ତେ ଯେଭଳି ସ୍ତବ୍ଧ ହୋଇଯାଇଛନ୍ତି।ସୋମବାର ସକାଳେ ଇସଲାମ ଧର୍ମ ଅନୁଯାୟୀ ପୀଡ଼ିତାଙ୍କୁ ତାଙ୍କ ଜନ୍ମିତ ଗାଁରେ କବର ଦିଆଯାଇଛି। ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କୁ କବର ଦିଆଯାଇଥିବା ବେଳେ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ।ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ Continue Reading
Odisha News
ବାଲେଶ୍ୱର,୪/୮ : ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବହୁଚର୍ଚ୍ଚିତ ଇଣ୍ଡିଗ୍ରେଟେଡ଼ ବିଏଡ଼ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ ଟିମ ।ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ରବିବାର ବିଳମ୍ବିତ ରାତିରେ ଗିରଫ କରାଯାଇଛି ।ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ ।ଉଭୟଙ୍କୁ ରାତିରେ ବାଲେଶ୍ୱର ଏସଡ଼ିଜେଏମଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୪/୮ : ଶ୍ୟାମା ମାଧବ ବାସନ୍ତୀ ଦେବୀ ମେମୋରିଆଲ ପାଠାଗାର ଖୋର୍ଦ୍ଧା ଠାରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଆଲୋଚନା ଚକ୍ର ଶୀର୍ଷକ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷକ ଅନୁଷ୍ଠିତ ହୋଇଯାଇଅଛି।ଏହି ଆଲୋଚନା ଚକ୍ରରେ ସର୍ବ ଭାରତୀୟ ଶିକ୍ଷକ ସଂଘର କୋଷାଧ୍ୟକ୍ଷ ପ୍ରକାଶ ମହାନ୍ତି ଯୋଗଦେଇ କହିଥିଲେ କି ପ୍ରାଥମିକ ଶିକ୍ଷକ ଠିକା ଓ ଚୁକ୍ତିରେ ଶିକ୍ଷକ ନିଯୁକ୍ତି କଲେ ଗୁଣାତ୍ମକ ଶିକ୍ଷା ହୋଇପାରିବ Continue Reading
Odisha News
ଭୁବନେଶ୍ୱର, ୩/୮ : ଆଇଇଡି ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା। ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କାର‌୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାର ପାଇଁ ସହାୟତା ଘୋଷଣା। ଦୁଃଖ ପ୍ରକାଶ ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ।ସୂଚନାଯୋଗ୍ୟ ସହିଦ ସପ୍ତାହ ଚାଲିଥିବା ବେଳେ ଆଜି ରେଳଧାରଣାକୁ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ାଇଥିଲେ ମାଓବାଦୀ। ବିମଳାଗଡ଼ ସେକ୍ସନ Continue Reading
Odisha News
କଟକ, ୩/୮ : ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ପ୍ରଶ୍ନପତ୍ର ଲିକ୍ ମାମଲାରେ ନିହାର ରଞ୍ଜନ କ୍ରାଇମବ୍ରାଞ୍ଚ ସ୍କାନରରେ ଥିବା ବେଳେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ।ଗତ କିଛି ଦିନ ହେବ ନିହାରଙ୍କ ଉପରେ ସନ୍ଦେହ ଘନୀଭୂତ ହେଉଥିବା ବେଳେ ଗତକାଲି କ୍ରାଇମବ୍ରାଞ୍ଚ ତାଙ୍କୁ ଡାକି ବହୁ ସମୟ ଜେରା କରିଥିଲା। ଏହି ସମୟରେ ତାଙ୍କୁ ଗୁଡ଼ାଇତୁଡ଼ାଇ ଅନେକ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୮ : ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ବ୍ଲକ ମିଳିତ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି।ଆଜି ମଧ୍ୟାହ୍ନରେ ନୟାଗଡ଼ ବ୍ଲକରେ କାର‌୍ୟ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ବିଶାଳ ରାଲି ସ୍ଥାନୀୟ ସମଗ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩/୮ : ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଖୋର୍ଦ୍ଧା ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ,ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର, ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ଯୋଗଦେଇ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନୂତନ ଭାବେ ଖୋଲା ଯିବାକୁ ଥିବା ବୁଥ Continue Reading
Odisha News
ଭୁବନେଶ୍ୱର, ୨/୮ : ନିୟମିତ କୃଷି କାର୍ଯ୍ୟ ସହିତ କୃଷକମାନେ ଫସଲରେ ବିବିଧିକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଉଚିତ । ମତ୍ସ୍ୟ ଚାଷ, ପଶୁପାଳନ ଭଳି ଲାଭ ଦାୟକ କୃଷି କରନ୍ତୁ । ଏହାଦ୍ୱାରା ଅଧିକ ଅମଳ କରିପାରିବେ ଓ ଆର୍ଥିକ ସ୍ତରରେ ଲାଭବାନ ମଧ୍ୟ ହୋଇପାରିବେ ।ଚାଷ କ୍ଷେତ୍ରରେ ରୋଜଗାର ଦୁଇଗୁଣିତ ନୁହେଁ ବରଂ ବହୁ ଗୁଣିତ ବୃଦ୍ଧି ହେବ । ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ […]Continue Reading
Odisha News
ଭୁବନେଶ୍ୱର,୨/୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି।ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ। ସେହିପରି ସଂସ୍କୃତ ଟୋଲ୍ ସ୍କୁଲରେ ଅତିଥି ଶିକ୍ଷକମାନେ ମଧ୍ୟ ନିଯୁକ୍ତି ପାଇବେ। ଏହି ଆଧାରରେ ଅବସରଗ୍ରହଣ କରିଥିବା ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ Continue Reading
Odisha News
ଭୁବନେଶ୍ୱର, ୨/୮: ଦିଗପହଣ୍ଡି ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କର ଶନିବାର ବିୟୋଗ ହୋଇଛି । ଭୁବନେଶ୍ୱର ଖାରବେଳନଗରସ୍ଥିତ ତାଙ୍କ ବାସଭବନେ କନକ ମହାପାତ୍ରଙ୍କ ଦେହାନ୍ତ ହୋଇଛନ୍ତି । ବୟସାଧିକ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି ।ମୃତ୍ୟୁ ବେଳକୁ ପୁଅ ସିଦ୍ଧାନ୍ତଙ୍କ ସହିତ ପରିବାର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅନ୍ତିମ ଦର୍ଶନ Continue Reading