Home Posts tagged ODISHA (Page 149)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୨: ବ୍ରହ୍ମପୁର ସ୍ଥିତ ଆଇ ଏସ ଆର ଡି ଓ କ୍ରାନ୍ତି ର ମିଳିତ ସହଯୋଗରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ମାଗଣା କର୍କଟ ନିରୂପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି।ଏହି ଶିବିରକୁ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା ଉଦଘାଟନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨ : ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲୀକାର୍ଜୁନ ଖର୍ଗେ ଜୀ ଙ୍କ ନିର୍ଦ୍ଦେଶ କ୍ରମେ ଦେଶବ୍ୟାପୀ ମନରେଗା ବଞ୍ଚାଓ ଆନ୍ଦୋଳନ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ବଞ୍ଚାଓ, ଟାଟା ପାୱାର ମନମାନୀ ଓ ଚାଷୀ ଶୋଷଣ ପ୍ରତିବାଦରେ, ଧାରଣା ଓ ବିକ୍ଷୋଭ କରାଯାଇ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୨ : ଡବଲ ଇଞ୍ଜିନ ସରକାରଙ୍କ ବିଫଳତା ବିରୁଦ୍ଧରେ ସମଗ୍ର ରାଜ୍ୟରେ ବିଜୁ ଜନତାଦଳର ସଭାପତି ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକଙ୍କ ଆହ୍ୱାନ କ୍ରମେ ଶନିବାର ବୌଦ୍ଧ ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ମାଉସୀମା ମନ୍ଦିର ଠାରେ ଏକ ପ୍ରତିବାଦ ସଭା ବରିଷ୍ଠ ନେତା ଅଶୋକ ସାହୁଙ୍କସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରତିବାଦ ସଭାରେ ବିଜୁ ଜନତାଦଳର ବୌଦ୍ଧ ଜିଲ୍ଲା ସଭାପତି ପୂର୍ବତନମନ୍ତ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୭/୨ : ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ବାମନିପଡା ଗ୍ରାମ କୋଠା ଗୃହ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ତଥା ଚାଷୀ ମାନଙ୍କୁ ଖଜୁରୀଗୁଡ ପ୍ରକ୍ରିୟାକରଣ ସମେତ ନେତୃତ୍ଵ ବିକାଶ , ଆର୍ଥିକ ସ୍ଥାୟୀର ପରିବର୍ତ୍ତନ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ପ୍ରଭୃତି ବିଷୟରେ ତାଲିମ ପ୍ରଦାନ କରା ଯାଇଥିଲା ।ଏହି ତାଲିମ ଶିବିରର ଉଦଘାଟନ କାର୍ଯ୍ୟକ୍ରମରେ ଆର:କେ:ଏସ:ଏସ: ସ୍ଵେଛାସେବୀ ଅନୁଷ୍ଠାନ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨: ଜଳବାୟୁ ପରିବର୍ତନ ସାଙ୍ଗକୁ ଦିନକୁ ଦିନ ନୂଆ ରୋଗ ଶୃଷ୍ଟି କରି ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଉଛି।ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ ଫାର୍ମରସ ଫଟିଲାଇଜର କୋ-ଅପରେଟିଭ ଲିମିଟେଡ଼ (ଇ.ଫ୍.କୋ.) ପକ୍ଷରୁ ରଣପୁର ବ୍ଲକର ସାନଗଡ ସ୍ଥିତ ଇଫକୋ ବଜାର ପରିସରରେ ନାନୋ ସାର ଓ ଜଳ ଦ୍ରବଣୀୟ ସାର ସମ୍ୱନ୍ଧିତ ଏକ ବୈଜ୍ଞାନିକ ଫସଲ ଆଲୋଚନା ଚକ୍ର ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ କୃଷି ବିଭାଗର ଜିଲ୍ଲା କୃଷି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୨ : ଭାରତ ସରକାରଙ୍କ ଆଗାମୀ ଜନଗଣନା-୨୦୨୭ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପଦାଧିକାରୀ ମାନଙ୍କୁ ନେଇ ଏକ ଦିବସୀୟ ସମୀକ୍ଷା ଆଲୋଚନା ଚକ୍ର ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଙ୍କ ସଦଭାବନା ସଭାଗୃହଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୬/୨: ଓଡ଼ିଶା ରାଜ୍ୟ ତଥା ଜିଲ୍ଲାରେ ଶିଶୁଙ୍କ କ୍ଷେତ୍ରରେ ଯୌନ ଶୋଷଣ, ବାଲ୍ୟ ବିବାହ ତଥା ସାଇବର ଅପରାଧ ଦିନକୁ ଦିନ ବଢୁଥିବାରୁ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଖୋର୍ଦ୍ଧା ଆନୁକୁଲ୍ୟରେ ଆଜି ବି ଜେ ବି ଉଚ୍ଚ ବିଦ୍ୟାଳୟରେ ସାଇବର ଅପରାଧ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ବିଦ୍ୟାଳୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୨ : ବୌଦ୍ଧ ସଦର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲା ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିରିକ୍ତ ଜିଲ୍ଲା ପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନୀତ ଅତିଥି ଭାବରେ ପିଏମ ଶ୍ରୀ ଉତ୍ସବକୁ ରାଜ୍ୟସ୍ତରରୁ Continue Reading
Top Stories
By Tapaswini Sahoo Bhubaneswar, Feb 6: The CSIR–Institute of Minerals and Materials Technology (CSIR-IMMT), Bhubaneswar, hosted the CSIR-IMMT Institute Lecture of Eminence on “Critical Minerals from the Deep Seabed,” highlighting the strategic role of Earth and Ocean Sciences in India’s development and resource security. The programme was graced by Dr. M. Ravichandran, Continue Reading