Home Posts tagged ODISHA (Page 150)
Odisha News
ଭୁବନେଶ୍ୱର,୬/୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଆହୁରି ୨ ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି।ଘୁ. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଏଠାରେ ପାରଦ ୭.୮ ଡିଗ୍ରିକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୨ : ବୌଦ୍ଧ ସ୍ଥିତ ଯୋଗୀନ୍ଦ୍ର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ଜିଲ୍ଲା ସ୍ତରୀୟ କୁଇଜ୍ ବୁଧୁବାର ଦିନ ଉଦଘାଟିତ ହୋଇଯାଇଛି।ପ୍ରଧାନଶିକ୍ଷୟତ୍ରୀ ଗାୟତ୍ରୀ ସାହୁ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ସଂମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା, ଅନ୍ୟତମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ମାତୃପୀଠ ଠାରେ ବିଶ୍ଵ କର୍କଟ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ କାଶୀନଗରର ହୋମିଓପାଥି ମେଡିକାଲ ଅଫିସର ଡାକ୍ତର ଜି. ବେଦ ବିକାଶ କର୍କଟ ରୋଗର କାରଣ ଓ ନିରାକରଣ ସମ୍ପର୍କରେ ପ୍ରୋଜେକ୍ଟର ମାଧ୍ୟମରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୨: ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ଜେମାଦେଇ ଜୟୀରାଜଗୁରୁ ଉଚ୍ଚ ବିଦ୍ୟାଳୟଠାରେ ବିଦ୍ୟାଳୟର ପ୍ରତିଭା ଅନ୍ୱେଷଣ ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ଆଶିଷ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରତିଷ୍ଠାତା ପରିବାର ସଦସ୍ୟ ସମାଜସେବୀ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଥିଲେ Continue Reading
Top Stories
By Subrat Sarangi Bhubaneswar/ Odisha, Feb 5 : Athletes from the Odisha AM/NS India Gymnastics High Performance Centre (HPC) along with its grassroot centres in Rourkela, Puri, and Jeypore, represented various districts of Odisha as theytook part across multiple age groups and categories in both Men’s Artistic Gymnastics (MAG) and Women’s Artistic Gymnastics (WAG) at […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨ : ବିଜୁ ଜନତାଦଳର ବରିଷ୍ଠନେତା ଧଳପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ବିଶ୍ଵାମିତ୍ର ମହାଙ୍କୁଡଙ୍କ ଆଜି ନିଧନ ହୋଇଯାଇଛି ।ପୁରୁଣାକଟକ ଠାରେ ବିଜୁ ଜନତାଦଳର ବୌଦ୍ଧ ଜିଲ୍ଲା ସଭାପତି ପୂ ର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବ୍ଲକସଭାପତି ପଙ୍କଜ ସାହୁ, ବରିଷ୍ଠ ନେତା ସୀତାରାମ ଅଗ୍ରୱାଲା, ରବିନାରାୟଣ ପ୍ରଧାନ ଜିଲ୍ଲା ଉପସଭାପତି ସୁବୋଧ ପ୍ରଧାନ ସାମାଜିକ ଗଣମାଧ୍ୟମ ସଂଯୋଜକ ଅବକାଶ Continue Reading
Odisha News
ପୁରୁଷୋତ୍ତମପୁର,୩/୨ : ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କାର୍ଯ୍ୟ ସମାପନ ହୋଇଛି।ଏହି ବିବାହ ବେଦୀରେ ଝିଅର ବାପା ଓ ଭାଇ ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩/୨: ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଯାଜପୁର ବିରଜା ମନ୍ଦିର ଗସ୍ତରେ ଆସିଛନ୍ତି। ସମଗ୍ର ଜିଲ୍ଲାବାସୀ ମହାମହିମ ରାଷ୍ଟ୍ରପତିଙ୍କୁ ଗସ୍ତକୁ ନେଇ ଉତ୍ସାହିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଯାଜପୁର ଗସ୍ତ ଥିଲା।ଯାଜପୁରବାସୀ ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର Continue Reading