ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୯/୧୦ : ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ଅଧ୍ୟକ୍ଷ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୦ : ଆଜି ବିଜୁ ଜନତାଦଳ ହରଭଙ୍ଗା ବ୍ଲକ କମିଟି ପକ୍ଷରୁ ସାମାଜିକ ଗଣମାଧ୍ୟମରେ ନବୀନ ବାବୁଙ୍କ ନୀତି ଆଦର୍ଶ ତଥା ଦଳର ଅଭିମୁଖ୍ୟକୁ ସ୍ପଷ୍ଟ ଭାବରେ ଭୟଶୁନ୍ୟ ହୋଇ ଉପସ୍ଥାପନା କରିବା ପାଇଁ ଏକ କର୍ମୀ ସମ୍ମିଳନୀ ବ୍ଲକ ସଭାପତି ପଙ୍କଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଦଳର ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ବାଚସ୍ପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବରିଷ୍ଠ ନେତୃତ୍ୱ ସୀତାରାମ ଅଗ୍ରୱାଲ Continue Reading
ଭୁବନେଶ୍ବର , ୯/୧୦ : ଓଡ଼ିଶା ପୁଲିସ୍ ରିକ୍ରୁଟମେଣ୍ଟ ବୋର୍ଡ (ଓପିଆର୍ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଓଡ଼ିଶା ପୁଲିସ ସନ୍ଇନ୍ସ୍ପେକ୍ଟର (ଏସ୍ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ କ୍ରାଇମ୍ବ୍ରାଞ୍ଚ ଆଉ ଏକ ବଡ଼ ଖୁଲାସା କରିଛି।ଏହି ପରୀକ୍ଷାରେ ଜାଲିଆତି ମାମଲାରେ କ୍ରାଇମ୍ବ୍ରାଞ୍ଚ ରାଜ୍ୟର ଏକ ଜଣାଶୁଣା ଘରୋଇ କୋଚିଂ ସେଣ୍ଟର ‘ବଣିକ’ ଉପରେ ଚଢ଼ଉ କରିଛି। ଇନଷ୍ଟିଚ୍ୟୁଟରେ ଏସ୍ଆଇ ଆଶାୟୀ ପାର୍ଥୀଙ୍କୁ ତାଲିମ ଅଭିଯୋଗରେ ଏହି ଚଢ଼ଉ Continue Reading
ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ : ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର , ୯/୧୦ : ଗୁରୁବାର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ବାବୁ ସିଂଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।ଏହି ଅବସରରେ Continue Reading
ଭୁବନେଶ୍ୱର , ୯/୧୦ : ଭୁବନେଶ୍ୱରସ୍ଥିତ ବାବା ଲିଙ୍ଗରାଜ ମନ୍ଦିରରେ ବଜ୍ରପାତ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ ପାଇଁ ଭାରତୀୟ ପତ୍ନତତ୍ତ୍ୱ ବିଭାଗ ଟିମ୍ ପହଁଚିଛି ।ଏଏସ୍ଆଇର ଏକ ଟିମ୍ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରି ବଜ୍ରପାତ୍ର ମନ୍ଦିର କୌଣସି କ୍ଷତି ହୋଇଛି କି ନାହିଁ ତାହା ତଦାରଖ କରିବ । ଏହା ସହିତ ପୋଡ଼ି ଯାଇଥିବା ପତାକାକୁ କଢ଼ାଯାଇ ନୂଆ ପତାକା ଲଗାଯାଇଛି ।ଗତକାଲି ଅପରାହ୍ନରେ ବଜ୍ରପାତ ଯୋଗୁଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଭାରତୀୟ କପା ନିଗମ ଲିମିଟେଡ଼ ଓ ନିୟନ୍ତ୍ରିତ ବଜାର କମିଟି ପାରଳାଖେମୁଣ୍ଡି ପକ୍ଷରୁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ମୁଖ୍ୟ ଅତିଥି ଭାବରେ ଯୋଗଦେଇ କପା ଚାଷୀଙ୍କ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଚଳିତ କପା ବର୍ଷ ୨୦୨୫-୨୬ ଏମଏସପି: ଅନୁଯାୟୀ କପା ବିକ୍ରି କରିବାକୁ ଗୁଗୁଲ ପ୍ଲେଷ୍ଟୋଟ ଏଵଂ ଆପଲ ଆଇଓଏସ ପୋଷ୍ଟରେ ଉପଲବ୍ଧ Continue Reading
ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କ ରିପୋର୍ଟଖୋର୍ଦ୍ଧା, ୮/୧୦ : ପଣ୍ଡିତ ଗୋପବନ୍ଧୁଙ୍କର ନିଃଶ୍ବାର୍ଥପର ସେବା ,ମହନୀୟ ତ୍ୟାଗ କରୁଣା, ଅପୂର୍ବ ଦେଶଭକ୍ତି,ନ୍ୟାୟ ପରାୟଣତା ,ସତ୍ୟନିଷ୍ଠା ମାନବପ୍ରୀତିର ପଟାନ୍ତର ନାହିଁ।ସେ ଯଥାର୍ଥରେ ଦରିଦ୍ରର ବନ୍ଧୁ ଥିଲେ। ଦରିଦ୍ର ନାରାୟଣ ସେବାରେ ନିଜର ଜୀବନକୁ ସମ୍ପୂର୍ଣ୍ଣ ଉତ୍ସର୍ଗ କରିଥିଲେ। ସେ ପରର ଦୁଃଖ ମୋଚନକୁ ଜୀବନର ବ୍ରତ ରୂପେ ଗ୍ରହଣ କରି ନେଇଥିଲେ।କେବଳ ଜଣେ ସମାଜ ସେବୀ ରୂପେ ନୁହେଁ, ଜଣେ ମାନବବାଦୀ Continue Reading
ଗଞ୍ଜାମ , ୮/୧୦ : ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଗଞ୍ଜାମ ବେଲଗୁଣ୍ଠା ଘଇଉ କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍ ଚାଲିଛି । ବନମାଳୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି Continue Reading
କଟକ , ୮/୧୦ : ବାଲିଯାତ୍ରା ପଡିଆ ‘ନୋ ଡ୍ରୋନ ଜୋନ’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ । ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ନୋ ଡ୍ରୋନ ଜୋନ ଘୋଷଣା କରାଯାଇଛି । ବାଲିଯାତ୍ରା ଗ୍ରାଉଣ୍ଡର ୫ କିମି ପରିଧି ପାଇଁ କଟକଣା ଜାରି କରାଯାଇଛି ।ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ ଗ୍ଲାଇଡର୍ସ ଉଡାଣ ମନା କରାଯାଇଛି । ମାଇକ୍ରୋ ଲାଇଟ ଏୟାରକ୍ରାଫ୍ଟ , […]Continue Reading
ସୁନ୍ଦରଗଡ, ୮/୧୦: ବିଜୁ ଏକ୍ସପ୍ରେସ୍ ଓ୍ବେର ଦୁର୍ଘଟଣା । ମା’-ପୁଅଙ୍କ ଉପରେ ଚଢ଼ିଗଲା ଟ୍ରେଲର । ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା । ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ ।ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ କୁତ୍ରା ଥାନା ଅନ୍ତର୍ଗତ ଗଡ଼ପୋଷ ଛକ ରାଜ୍ୟ ରାଜପଥ ୧୦ (ବିଜୁ ଏକ୍ସପ୍ରେସ୍ ଓ୍ବେରେ ବାଇକ୍ ଉପରେ ଚଢିଗଲା ଟ୍ରେଲର । ଘଟଣାସ୍ଥଳରେ ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର […]Continue Reading




