Home Posts tagged ODISHA (Page 154)
Odisha News
ଭୁବନେଶ୍ୱର, ୨୭/୧: ଏପ୍ରିଲରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା । ସରକାରୀ ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ୧୬ ଏପ୍ରିଲ୍ ଏବଂ ୧୫ ମେ’ ୨୦୨୬ ମଧ୍ୟରେ ୩୦ ଦିନ ଭିତରେ ଘର ତାଲିକାକରଣ କାର୍ଯ୍ୟ ଓ ଜନସଂଖ୍ୟା ଗଣନା କରାଯିବ ।୧୫ ଦିନର ଆତ୍ମଗଣନା ବିକଳ୍ପ ୧ ଏପ୍ରିଲ୍ ରୁ ୧୫ ଏପ୍ରିଲ୍ ୨୦୨୬ ମଧ୍ୟରେ ରହିବ। ଦ୍ୱିତୀୟ ପର୍ଯ୍ୟାୟରେ, ଫେବ୍ରୁଆରି-ମାର୍ଚ୍ଚ ୨୦୨୭ରେ ଜନସଂଖ୍ୟାଗତ ବିବରଣୀ ସହିତ ଜନସଂଖ୍ୟା ଗଣନା କରାଯିବ। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବୌଦ୍ଧ, ୨୬/୧ : ବୌଦ୍ଧ ସହର ଐତିହାସିକ ସହର ଭାବେ ପରିଗଣିତ। ସୁନ୍ଦର ସହର।ସହର କୁ ଲାଗି କୁଳୁ କୁଳୁ ନାଦରେ ବୋହିଯାଉଛି ମହାନଦୀ।ପାହାଡ ଜଙ୍ଗଲ ପରିବେଷ୍ଟନୀ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟ ଘେରା ବୌଦ୍ଧ ଜିଲ୍ଲା ରେ ଉଚ୍ଚ ଶିକ୍ଷାର ବିକାଶ ପାଇଁ ଅଭ୍ୟୁଦୟ ଇନଷ୍ଟିଚ୍ୟୁଟ ଅଫ ବେସିକ ସାଇନ୍ସ ନାମରେ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଜଗତର ଉଜ୍ଜ୍ବଳ ତାରକା ଭାବେ ଗଢି ତୋଳିବା […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୬ /୧ : ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଥିଲା ଫାଇନାଲ ମ୍ୟାଚ। ୭୮୬ ୟୁଥ୍ କ୍ଳବ୍ ଆନୁକୂଲ୍ୟରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଖେଳର ଆଜିର ଏହି ଫାଇନାଲ ଖେଳରେ ଭଞ୍ଜନଗର ଓ ମଙ୍ଗଳା କ୍ଳବ୍ କଟକ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ ଆକ୍ରମଣ ଓ ପ୍ରତି ଆକ୍ରମଣ ଜାରୀ ରହିଥିଲା।ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ଡ. ଅରୁଣ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧: ଆଜି ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ।ଏହି ଉପଲକ୍ଷେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ସଦର ମହକୁମା ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୬/୧ : ସ୍ଥାନୀୟ କୁସୁମା ସମ୍ମୁଖ ପଡ଼ିଆରେ ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜାତୀୟ ପତାକା ଉତ୍ତୋଳନ ଓ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମଲ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ନିଜ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧ : ରବିବାର ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ପକ୍ଷରୁ ୧୬ ତମ ଜିଲ୍ଲା ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଅଛି ।ଏହି ଉପଲକ୍ଷେ ପୂର୍ବାହ୍ନ ୯ ଘଟିକା ସମୟରେ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଛାତ୍ର ଛାତ୍ରୀ, ବିଭିନ୍ନ ଅନୁଷ୍ଠାନର ସଚେତନ ନାଗରିକ, ସ୍ବେଛାସେବୀ ସଂଗଠନ କର୍ମକର୍ତ୍ତା, ଡେପୁଟୀ କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର ଓ ବିଭିନ୍ନ ବ୍ଲକର ବୁଥ ସ୍ତରୀୟ ଅଧିକାରୀ ମାନେ ହାତରେ ଭୋଟର ସଚେତନତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧ : ବହୁ ଚର୍ଚିତ ବୌଦ୍ଧ ବନ୍ଧାପଥର ଗଣ ଦୁଷ୍କର୍ମ ମାମଲାରେ ଦୀର୍ଘ ୧୦ଦିନପରେ ପୁଲିସର ହାତ ଖାଲି ।ଏ ଯାବତ ଆସାମୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇପାରିନାହିଁ ବୌଦ୍ଧ ପୁଲିସ । ଅପରପକ୍ଷରେ ଚଞ୍ଚକତା କରି ପୀଡ଼ିତାକୁ ପ୍ରଭାବିତ କରି ମୂଳ ଏତଲାକୁ ପରିବର୍ତ୍ତନ କରାଯାଇଥିବା ଆଜି ବିଜୁ ଜନତାଦଳ ପକ୍ଷରୁ ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି । ଗତ ୧୭ Continue Reading
Odisha News
ନୂଆଦିଲ୍ଲୀ, ୨୫/୧ : ଗଣତନ୍ତ୍ର ଦିବସ ପୂର୍ବରୁ, ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ଗୋଟିଏ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ପଦ୍ମ ପୁରସ୍କାର ପାଇଁ ୪୫ ଜଣ ନାମ ଘୋଷଣା କରାଯାଇଛି।ସେମାନଙ୍କ ମଧ୍ୟରେ ୩ ଜଣ ଓଡ଼ିଆ ରହିଛନ୍ତି। ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ରଖିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଏ। ବିଭିନ୍ନ କ୍ଷେତ୍ରରେ ତିନୋଟି (ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ) ବର୍ଗରେ ପଦ୍ମ ପୁରସ୍କାର ପ୍ରଦାନ Continue Reading
Odisha News Ollywood News
ଭୁବନେଶ୍ବର, ୨୫/୧ : ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ଘଟିଛି। ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ ହୋଇଛି। ସେ ଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ। ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୫/୧ : ସ୍ଥାନୀୟ ମାରୁୱାଡ଼ି ସମ୍ପ୍ରଦାୟ ପକ୍ଷରୁ ବାବା ଶ୍ୟାମ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।ରାଜସ୍ଥାନର ଖାଟୁ ଅଂଚଳରେ ଏହା ବ୍ୟାପକ ଭାବେ ପାଳିତ ହେଉଥ‌ିବା ବେଳେ ଖୋର୍ଦ୍ଧାରେ ମଧ୍ୟ ଏହାକୁ ଆନନ୍ଦ ହୁଲାସରେ ପାଳନ କରାଯାଇଛି ।ଖୋର୍ଦ୍ଧା ସହରସ୍ଥିତ ମାରୁଓ୍ବାଡ଼ି ପଟି ଧର୍ମଶାଳାରୁ ଏକ ସୁସଜ୍ଜିତ ରଥ ବାହାରି ମେନ୍‌ରୋଡ଼ ଦେଇ ଗୋଡ଼ିପୋଖରୀ ସ୍ଥିତ ଲକ୍ଷ୍ମୀନାରାୟଣ ମଣ୍ଡପ ଠାରେ ପହଁଚିଥିଲା। Continue Reading