Home Posts tagged ODISHA (Page 156)
Odisha News
ଅରୁଣ କୁମାର ସାହୁଙ୍କ ରିପୋର୍ଟକନ୍ଧମାଳ, ୨୭/୯ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଦେଖାଯାଇଛି ଜମି ବିବାଦ ।ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ ଉକ୍ତ ବିଦ୍ୟାଳୟକୁ ତାଲା ପକାଇଦେଇଛନ୍ତି ।ପ୍ରକାଶ ଯେ ଉକ୍ତ ଗ୍ରାମର ସାନମାଳୀ ପ୍ରଧାନ ଗତ ୨୦୧୮ ମସିହାରେ ଜମି ଡିମାରକେସନ କରାଇବା ବେଳେ ତାଙ୍କ Continue Reading
Odisha News
ଝାରସୁଗୁଡ଼ା, ୨୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ଝାରସୁଗୁଡ଼ା ଗସ୍ତ କରିଛନ୍ତି । ଅମଲାପାଲିରେ ଆୟୋଜିତ ‘ସେବା ପକ୍ଷ’ ସମାରୋହରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିକାଶ ପ୍ରକଳ୍ପ ଭେଟି ଦେଇଛନ୍ତି । ସାରା ଭାରତରେ ୯୭,୫୦୦ରୁ ଅଧିକ ଦୂରସଞ୍ଚାର ଟାୱାର କାର୍ଯ୍ୟକ୍ଷମ କରାଯିବ।ପ୍ରଧାନମନ୍ତ୍ରୀ ମୋଦୀ ଶିକ୍ଷା, ଦୂରସଞ୍ଚାର ଏବଂ ପରିବହନ କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି । ମୋଟ ଓଡ଼ିଶା ପାଇଁ Continue Reading
Odisha News
ଝାରସୁଗୁଡା, ୨୮/୯ : ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବିମାନବନ୍ଦର ବାହାରେ ପାରମ୍ପରିକ ନାଚ ଗୀତ ମାଧ୍ୟମରେ ମୋଦିଙ୍କୁ ସ୍ବାଗତ କରାଯାଇଛି।ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି। କାର ଭିତରୁ ବାହାରି ହାତ ହଲାଇ ସଭାସ୍ଥଳ ଅଭିମୁଖେ ଯାଉଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଶୁଣିବାକୁ ସଭାସ୍ଥଳ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୮/୯ : ଶୁକ୍ରବାର ପୂର୍ବାହ୍ନରେ ଓଡ଼ିଶାର ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇ ୧୪ କୋଟି ୩୫ ଲକ୍ଷ ବ୍ୟୟ ଅଟକଳରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅତିରିକ୍ତ କୋଠା ଏବଂ ୧ କୋଟି ୩୦ ଲକ୍ଷ ବ୍ୟୟ ଅଟକଳରେ ନବନିର୍ମିତ ଜିଲ୍ଲାପରିଷଦ, ଖୋରଧାଙ୍କ ନବନିର୍ମିତ ସଭାଗୃହକୁ ଉଦ୍ଘାଟିତ କରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୭/୯: କାଳୀପୂଜା ଯାଜପୁର ଜିଲ୍ଲାରେ ଏକ ଗଣ ପର୍ବ ହୋଇଥିବାରୁ ଏହାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଚଳିତ ବର୍ଷ ଗଣପର୍ବ କାଳୀପୂଜା କୁ ଶାନ୍ତି, ମୈତ୍ରୀ, ସଂପ୍ରିତି, ଭାଇଚାରା ଓ ସୌହାର୍ଦ୍ୟପୂର୍ଣ୍ଣ ଶୃଙ୍ଖଳା ବାତାବରଣ ମଧ୍ୟରେ ପୂଜା ଓ ଭସାଣି କୁ Continue Reading
Odisha News
ଭୁବନେଶ୍ୱର/ଝାରସୁଗୁଡ଼ା, ୨୬/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି।ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୯ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ -୨୦୨୫ ମୈତ୍ରୀ ଭବନରେ ପାଳନ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ନିଜର ବକ୍ତବ୍ୟରେ ସ୍ୱେଚ୍ଛାସେବୀ ମାନଙ୍କୁ କରିଥିଲେ ‘ନିଜେ ଶୃଙ୍ଖଳିତ ହେଲେ ସମାଜ ଶୃଙ୍ଖଳିତ ହେବ’।ସମ୍ମାନିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୨୬ /୯ : (ଶୁକ୍ରବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Odisha News
ଭୁବନେଶ୍ଵର, ୨୬/୯ : ଏଣିକି ମୋବାଇଲ୍ ଟିପିଲେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ୱାଟ୍‌ସଅପ୍ ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା ସବୁକିଛି ମିଳିବ ।ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ‘ଆମ ସାଥୀ ୟୁନି ଫାଏଡ଼ ହ୍ୱାଟ୍‌ସଅପ୍’ ର ଶୁଭାରମ୍ଭ ହୋଇଛି । ମୋବାଇଲ ହ୍ୱାଟ୍‌ସଅପ୍ ନମ୍ବରରେ ୧୩୨ ପ୍ରକାରର ସରକାରୀ ସୁବିଧା ଉପଲବ୍ଧ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୯୪୩୭୨୯୨୦୦୦ ନମ୍ବର ଜାରି କରାଯାଇଛି ।ଏଥିରେ ବିଭିନ୍ନ […]Continue Reading