ଭୁବନେଶ୍ୱର,୧୯/୭ : ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ।ଶନିବାର ଏହି ଘୋଷଣା କରିଛନ୍ତିମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କୁହାଯାଇଛି।ଏହା ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ। ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ Continue Reading
ଭୁବନେଶ୍ବର,୧୯/୭: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି।ହସ୍ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯।୭: ଖୋର୍ଦ୍ଧା ଶ୍ରୀରାମ ନଗର ସ୍ଥିତ ବିଧାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ବିଧାୟକ ପ୍ରଶାନ୍ତ ଜଗଦେବ, ଭୁବନେଶ୍ୱର ସାସଂଦ ଅପରାଜିତା ଷଡଙ୍ଗୀଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ଖୋର୍ଦ୍ଧା ନିର୍ବାଚନୀ ମଣ୍ଡଳି ଅନ୍ତର୍ଗତ ଖୋର୍ଦ୍ଧା, ଟାଙ୍ଗୀ ବ୍ଲକ ଏବଂ ଖୋର୍ଦ୍ଧା ପୌରାଞ୍ଚଳରୁ ଦୁଇ ଶହ ଅଭିଯୋଗ ଶୁଣାଣୀ କରିଥିଲେ। ପୂର୍ବାହ୍ନ ୧୧ଟା ଠାରୁ ଅପରାହ୍ନ ସାଢେ ଗୋଟିଏ ପର୍ୟ୍ୟନ୍ତ ଅଭିଯୋଗ Continue Reading
ପୁରୀ, ୧୯/୭ : ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ଜାଳି ଦେବା ଘଟଣାରେ ପୋଲିସର ସ୍ପେଶାଲ୍ ଟିମ୍ ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଁଚିଛନ୍ତି ।ଖୋଦ୍ ଏସପି ପିନାକ ମିଶ୍ର ଓ ଅତିରିକ୍ତ ଏସପି ଦେବାଶିଷ ମିଶ୍ର ଘଟଣା ସ୍ଥଳରେ ପହଁଚିଛନ୍ତି । ସ୍ଥାନୀୟ ଲୋକ, ଉଦ୍ଧାର କରିଥିବା ଲୋକଙ୍କୁ ପୋଲିସ ପଚରା ଉଚରା କରିଛି । ନାବାଳିକା ଜଣକ ଅଧାରୁ ପାଠ ପଢ଼ା ଛାଡ଼ିଥିଲେ । ତେବେ […]Continue Reading
କୋଣାର୍କ,୧୯/୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।Continue Reading
ବାଲେଶ୍ୱର, ୧୯/୭: ଭାରସାମ୍ୟ ହରାଇ ଟ୍ରକ୍କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ତେବେ ଏହି ଦୁର୍ଘଟଣା ଫଳରେ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।ସମସ୍ତ ଆହତ ଉଦ୍ଧାର କରାଯାଇ ବାଲେଶ୍ବର ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଭୁବନେଶ୍ବରରୁ କୋଲକତା ଅଭିମୁଖେ ଯାଉଥିବା ବେଳେ ଏନ୍ଏଚ୍-୬୦ ବସ୍ତା ଥାନା ଜୁଣବଳଦା ନିକଟରେ ଏପରି ଦୁର୍ଘଟଣା ଘଟିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି।ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ ଏକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୭: ଶୁକ୍ରବାର ଅପରାହ୍ନରେ ଖୋର୍ଦ୍ଧା ସଦର ମହକୁମା ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ମାନ୍ୟବର ସାଂସଦ, ଭୁବନେଶ୍ୱର ଶ୍ରୀମତୀ ଅପରାଜିତା ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଏବଂ ମାନ୍ୟବର ବିଧାୟକ ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରତୀୟ ତୈଳ ନିଗମ (ଆ ଓ ସି ଏଲ) ପାଣ୍ଠି ପ୍ରୋତ୍ସାହନରେ ଖୋର୍ଦ୍ଧା ଜିଲ୍ଲାର ଦିବ୍ୟାଙ୍ଗ ଲିଙ୍ଗରାଜ ନାୟକ,ଶୋଭନ ମୋଲାଲ, ସୁଜାତା Continue Reading
ଭୁବନେଶ୍ଵର, ୧୮/୭ : ରାଜ୍ୟ କଂଗ୍ରେସ ଏକ ବଡ଼ ଘୋଷଣା କରିଛି । କଂଗ୍ରେସ ଭବନରେ ଖୁବଶୀଘ୍ର ମହିଳାଙ୍କ ପାଇଁ ଖୋଲିବ ଅଭିଯୋଗ ପ୍ରକୋଷ୍ଠ ଏବଂ ଲଞ୍ଚ କରିବ ସ୍ୱତନ୍ତ୍ର ଆପ୍ । ଏହା ସହିତ ଆସନ୍ତା ୨୪ ତାରିଖରେ ଏଫ୍ ଏମ୍ କଲେଜ ମୃତ ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିବସ ଆୟୋଜନ କରାଯିବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ ।ଭକ୍ତ ଦାସ କହିଛନ୍ତି, ଆସନ୍ତା ୨୪ ତାରିଖରେ […]Continue Reading
ମୟୁରଭଞ୍ଜ, ୧୮/୭: ମୟୁରଭଞ୍ଜର ବାରିପଦାରୁ ଧରାପଡ଼ିଥିବା ଅନ୍ତଃରାଜ୍ୟ ବାଘଛାଲ ଚାଲାଣ ରାକେଟ୍ର ତଦନ୍ତ ବେଳେ ପଦାକୁ ଆସିଛି ସାଙ୍ଘାତିକ୍ ତଥ୍ୟ । ଗିରଫ ହୋଇଥିବା ଶିକ୍ଷକ ଓ ତାନ୍ତ୍ରିକ ଏହି ରାକେଟ୍ର ମୁଖ୍ୟ କାର୍ପଟ୍ଦାର ଥିଲେ ।ଉଭୟ ବଶୀକରଣ ଆଳରେ ଶତାଧିକ ମହିଳାଙ୍କ ଶୋଷଣ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଅଭିଯୁକ୍ତ ତାନ୍ତ୍ରିକର ମୋବାଇଲ୍ରୁ ମହିଳାମାନଙ୍କ ଶତାଧିକ ଆପତ୍ତିଜନକ ଫଟୋ ଓ ଭିଡିଓ ମିଳିବା ପରେ ଘଟଣାଟି ନୂଆ ମୋଡ଼ ନେଇଛି ।ଘଟଣା Continue Reading
ଭୁବନେଶ୍ୱର, ୧୮/୭: ଆସନ୍ତା ୨୧ ତାରିଖ ପର୍ଯଁନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଆଜି ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, Continue Reading




